ବେଲପାହାଡ଼ରୁ ଉଦ୍ଧାର ହିମାଳୟ ଶାଗୁଣା ନନ୍ଦନକାନନ ଆସିଲା

ବାରଙ୍ଗ,୧୦।୧୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଡିଭିଜନ ବେଲପାହାଡ଼ ରେଞ୍ଜ୍‌ରୁ ଉଦ୍ଧାର ହୋଇଥିବା ହିମାଳୟ ଶାଗୁଣା ଶୁକ୍ରବାର ରାତିରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଛି। ଶାଗୁଣାର ଲିଙ୍ଗ ଚିହ୍ନଟ ହୋଇ ନ ଥିବାବେଳେ ଏହାର ବୟସ ୨ ବର୍ଷ ହେବ। ଏହାର ରଙ୍ଗ ଧଳା ହୋଇଥିବା ବେଳେ ହିମାଳୟ ଓ ମଧ୍ୟଏସିଆ ପାର୍ବତ୍ୟ ଅଞ୍ଚଳରେ ଏମାନେ ବହୁଳଭାବେ ଦେଖାଯାଇଥାନ୍ତି। ଉଦ୍ଧାର ଶାଗୁଣାକୁ କର୍ତ୍ତୃପକ୍ଷ ବନ୍ୟପ୍ରାଣୀ ଚିକିତ୍ସାଳୟରେ ଚିକିତ୍ସକଙ୍କ ଦ୍ବାରା ପ୍ରାଥମିକ ସ୍ବାସ୍ଥ୍ୟ ପରୀକ୍ଷା ପରେ ବନ୍ୟପ୍ରାଣୀ ଚିକିତ୍ସାଳୟର କ୍ବାରାଣ୍ଟାଇନ୍‌ର ପୃଥକୀକରଣ ଏନ୍‌କ୍ଲୋଜରରେ ରଖାଯାଇଛି। ଏହି ଶାଗୁଣା ଆସିବା ପରେ ନନ୍ଦନକାନନରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଇ ୫ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…

ଭାରତରେ ଥାଇ ଚେତାବନୀ ଦେଲେ ଶେଖ ହାସିନା: ମୋ ଅନୁପସ୍ଥିତିର ଅର୍ଥ ନୁହେଁ…

ନୂଆଦିଲ୍ଲୀ,୧୯।୫: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବହୁତ ଶୀଘ୍ର ବାଂଲାଦେଶ ଫେରିବେ। ବର୍ତ୍ତମାନ ଭାରତରେ ରହୁଥିବା ଶେଖ ହାସିନା ଏନେଇ ସଙ୍କେତ ଦେଇଛନ୍ତି। ଏକ ଇମେଲ…

‘ଆମେରିକା ଉପରେ ଭରସା ନାହିଁ…’ଇରାନରୁ ଏକ ଚୂଡ଼ାନ୍ତ ନିଷ୍ପତ୍ତି ପାଇବା ପାଇଁ ପାକିସ୍ତାନୀ ମନ୍ତ୍ରୀ ନକଭି ଧାଇଁଲେ ତେହରାନ

ଇସଲାମାବାଦ,୧୯।୫: ଇରାନର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଇରାନର ବୈଦେଶିକ ମନ୍ତ୍ରୀ ଏବଂ ମୋହସିନ ନକଭିଙ୍କ ମଧ୍ୟରେ ହୋଇଥିବା ବୈଠକ ସମ୍ପର୍କରେ ଏକ ବିସ୍ତୃତ ବିବୃତ୍ତି ଜାରି କରିଛି।…

ଏବେ ଭାରତରେ ଆଉ ୯ ଦିନ ପାଇଁ ଗଚ୍ଛିତ ଅଛି ପେଟ୍ରୋଲ-ଡିଜେଲ! ସରକାରଙ୍କ ବିବୃତ୍ତି ଜାରି…

ନୂଆଦିଲ୍ଲୀ,୧୯।୫: ଆଜି ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା। ଏହା ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ବୃଦ୍ଧି। ପେଟ୍ରୋଲ ପମ୍ପଗୁଡ଼ିକରେ ପୂର୍ବରୁ ଭିଡ଼…

ମଧ୍ୟପ୍ରାଚ୍ୟରୁ ଆସିଲା ଆଶ୍ୱସ୍ତିକର ଖବର: ପାକିସ୍ତାନ ଟ୍ରମ୍ପଙ୍କୁ ପଠାଇଲା ନୂଆ ଶାନ୍ତି ପ୍ରସ୍ତାବ

ତେହରାନ,୧୯।୫: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିରେ ପହଞ୍ଚିବାରେ ବିଫଳତାର ପ୍ରଭାବ ସାରା ବିଶ୍ୱରେ ଅନୁଭୂତ ହେଉଛି। ଶକ୍ତି ସଙ୍କଟ…

ଧ୍ରୁବଙ୍କୁ ଅପହରଣ କରିନେଇଥିଲେ ଦାଦନ ସର୍ଦ୍ଦାର: ମାସେ ପରେ ଘଟିଲା…

ନୂଆପଡ଼ା,୧୯ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା ଖଡିଆଳ ଥାନା ତୁକଲା ଗଁାର ଧ୍ରୁବ ଚରଣ ଶବର(୬୫) ଅପହରଣର ମାସେ ପରେ ଆନ୍ଧ୍ରରୁ ଉଦ୍ଧାର ହୋଇଥିଲେ ମଧ୍ୟ ତାଙ୍କ ଅବସ୍ଥା…

ସାରା ଦେଶରେ ଏହିଦିନ ବନ୍ଦ ରହିବ ମେଡିକାଲ ଷ୍ଟୋର, କିଣି ନିଅନ୍ତୁ ଅତି ଜରୁରି ମେଡିସିନ

ନୂଆଦିଲ୍ଲୀ,୧୯।୫: ସାରା ଦେଶରେ ମେଡ଼ିକାଲ ଷ୍ଟୋର (କେମିଷ୍ଟ) ଆସନ୍ତାକାଲି ଅର୍ଥାତ୍‌ ବୁଧବାର, ୨୦ ମଇରେ ଧର୍ମଘଟ କରିବେ। ଏହି ଧର୍ମଘଟ ଅଲ ଇଣ୍ଡିଆ ଅର୍ଗାନାଇଜେସନ ଅଫ କେମିଷ୍ଟ…

ଘର ଉପରେ ଝୁଲୁଛି ବିପଦ:ଭୟରେ ଦିନକାଟୁଛନ୍ତି ୨ ପରିବାର

ଲୋଇସିଂହା,୧୯।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅନ୍ତର୍ଗତ ପନେସରା ଗାଁରେ ଦୀର୍ଘଦିନଧରି ଭୟରେ ଦିନ କାଟୁଛନ୍ତି ୨ଟି ପରିବାର। ଗ୍ରାମର ଗ୍ରାମପତି ଗୁଡି ନିକଟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri