ପୁଣି ପ୍ରେମରେ ହିମାଂଶ

ମୁମ୍ବାଇ: ବଲିଉଡ୍‌ ଅଭିନେତା ହିମାଂଶ କୋହଲି ପୁଣି ଥରେ ପ୍ରେମରେ ପଡ଼ିଥିବା ଚର୍ଚ୍ଚା ଜୋର ଧରିଛି। ସେ ଖ୍ୟାତନାମା ନୃତ୍ୟଶିଳ୍ପୀ ତଥା କୋରିଓଗ୍ରାଫର ଶକ୍ତି ମୋହନଙ୍କ ପ୍ରେମରେ ପଡ଼ିଥିବା ଜାଣିବାକୁ ମିଳିଛି। ସୋସିଆଲ ମିଡିଆରେ ଦୁହିଁଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି। ଉଭୟ ଏକ ରୋମାଣ୍ଟିକ ଡେଟ୍‌ରେ ଏକାଠି ବସିଥିବା ନଜରକୁ ଆସିଛନ୍ତି। ଲୋକପ୍ରିୟ ଗାୟକ ନୀତି ମୋହନଙ୍କ ଭଉଣୀ ହେଉଛନ୍ତି ଶକ୍ତି ମୋହନ। ସେ ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ ଶୋ’-୨ର ବିଜେତା ହୋଇଥିଲେ। ତେବେ ପୂର୍ବରୁ ହିମାଂଶ କୋହଲି ଏବଂ ଗାୟିକା ନେହା କକ୍କଡ଼ଙ୍କ ସମ୍ପର୍କ ନେଇ ଦୁହେଁ ଚର୍ଚ୍ଚାରେ ଥିଲେ। ଦୀର୍ଘଦିନ ଧରି ପରସ୍ପରକୁ ଡେଟ୍‌ କରିବା ପରେ ଉଭୟ ଅଲଗା ହୋଇଯାଇଥିଲେ। ସେତେବେଳେ ଦୁହିଁଙ୍କ ବ୍ରେକଅପ୍‌କୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହାର କିଛି ବର୍ଷ ପରେ ନେହା ଗାୟକ ରୋହନପ୍ରିତ ସିଂଙ୍କୁ ୨୦୨୦ରେ ବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ସଙ୍କଟର ସାମ୍ନା କରିପାରେ ଭାରତ

ନୂଆଦିଲ୍ଲୀ,୨୯।୫: ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସ ଅର୍ଥାତ୍‌ ଜୁଲାଇ-ସେପ୍ଟେମ୍ବର ମଧ୍ୟରେ ଭାରତକୁ ବ୍ୟାପକ କୋଇଲା ଅଭାବର ସାମ୍ନା କରିବାକୁ ପଡ଼ିପାରେ। ବିଦ୍ୟୁତ୍‌ ଚାହିଦା ଅଧିକ ହେବାକୁ...

ନୂଆ ଓଏଲ୍‌ଇଡି ଉନ୍ମୋଚିତ

ଭୁବନେଶ୍ୱର,୨୧-୯: ପାନାସୋନିକ ପକ୍ଷରୁ ସ୍ଥାନୀୟ ବାପୁଜୀ ନଜରସ୍ଥିତ ପାତ୍ର ଇଲେକଟ୍ରୋନିକ୍ସ ଶୋ’ରୁମଠାରେ ନୂଆ ଓଏଲ୍‌ଇଡ଼ିକୁ ବଜାର ପ୍ରବେଶ କରାଯାଇଛି। ଏହି ଅବସରରେ ପାନାସୋନିକର ଆସୋସିଏଟ ଡାଇରେକ୍ଟର...

ଜାନୁୟାରୀ ୧୬ ଷ୍ଟାର୍ଟ ଅପ୍‌ ଡେ

ନୂଆଦିଲ୍ଲୀ,୧୬।୧: ଗତବର୍ଷ ଦେଶରେ ୪୨ ୟୁନିକର୍ନ ଷ୍ଟାର୍ଟ ଅପ୍‌ ସୃଷ୍ଟି ହୋଇଥିଲା। ଏହି ସଫଳତା ସହ ଭାରତ ଏକ ବିଲିୟନ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ମାଇଲଖୁଣ୍ଟକୁ ସ୍ପର୍ଶ କରିବ।...

ଭଙ୍ଗା ଚାଉଳ ରପ୍ତାନିକୁ କେନ୍ଦ୍ରର ଅନୁମତି

ନୂଆଦିଲ୍ଲୀ,୧୪।୧୦: ଗତ କିଛିଦିନ ହେବ ଦେଶର ପ୍ରମୁଖ ବନ୍ଦରଗୁଡିକରେ ଟନ ଟନ ଭଙ୍ଗା ଚାଉଳ (ବ୍ରୋକେନ ରାଇସ) ରପ୍ତାନି ନ ହୋଇ ପଡିରହିଛି। କାରଣ ଭାରତ...

ପନିପରିବା ଉପରେ କେରଳ ଦେବ ଏମ୍‌ଏସ୍‌ପି

ଥିରୁଭାନନ୍ତପୁରମ: ପନିପରିବା ଉପରେ କେରଳ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ପ୍ରଦାନ କରିବ। ଏଭଳି ବ୍ୟବସ୍ଥା ଗ୍ରହଣ କ୍ଷେତ୍ରରେ କେରଳ ପ୍ରଥମ ରାଜ୍ୟ ବୋଲି ଜଣାପଡିଛି। ନୂଆ...

୧୬ ଶହ କମ୍ପାନୀ ପାଇଛନ୍ତି ଚାଇନା ଏଫ୍‌ଡିଆଇ

ନୂଆଦିଲ୍ଲୀ,୧୬।୯: ଘରୋଇ ବଜାରର ପ୍ରାୟ ୧୬ରୁ ଊର୍ଦ୍ଧ୍ୱ କମ୍ପାନୀ ଚାଇନାର ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜିନିବେଶ(ଏଫ୍‌ଡିଆଇ) ଲାଭ କରିଛନ୍ତି। ୨୦୧୬ ଏପ୍ରିଲରୁ ମାର୍ଚ୍ଚ ୨୦୨୦ ମଧ୍ୟରେ ଏହି...

ଉଜ୍ଜୀବନ ଏସଏଫ୍‌ବିର ନୂଆ ଶାଖା

କଟକ,୨ା୧୧: ଉଜ୍ଜୀବନ ସ୍କୁଲ ଫାଇନାନ୍ସ ବ୍ୟାଙ୍କ(ଉଜ୍ଜୀବନ ଏସଏଫବି)ର ନୂତନ ଶାଖା ମଙ୍ଗଳବାର ସ୍ଥାନୀୟ ବକ୍ସିବଜାରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କଟକରେ ବ୍ୟାଙ୍କର ଏହାକୁ ମିଶାଇ ୩ୟ...

ପର୍ଯ୍ୟାୟ ଭିତ୍ତିରେ ଉଠିପାରେ କଟକଣା

ନୂଆଦିଲ୍ଲୀ,୧୩।୪: ଅର୍ଥ ମନ୍ତ୍ରଣାଳୟର ଜଣେ ଅଧିକାରୀଙ୍କ ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଦେଶବାସୀଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ଦେଶରେ ଅର୍ଥନୈତିକ...

Advertisement
Archives

Model This Week