କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହେଲେ ଏହି ଚର୍ଚ୍ଚିତ ଅଭିନେତ୍ରୀ

ପଞ୍ଜାବର ଚର୍ଚ୍ଚିତ ଅଭିନେତ୍ରୀ ହିମାଂଶୀ ଖୁରାନା କରୋନାରେ ଆକ୍ରାନ୍ତ ହେବା ପରେ ଏବେ ସେ ଗୁରୁତର ହୋଇପଡ଼ିଛନ୍ତି। ତାଙ୍କୁ ଜ୍ୱର ଆସିବା ସହ ଶ୍ୱାସ ନେବାରେ ଅସୁବିଧା ହେଲା। ତେଣୁ ହିମାଂଶୀଙ୍କୁ ଲୁଧିୟାନାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଜଣାପଡ଼ିବା ପରେ ପ୍ରଶଂସକ ତଥା ଘନିଷ୍ଠ ବନ୍ଧୁ ତାଙ୍କର ଆଶୁ ଅରୋଗ୍ୟ କାମନା କରୁଛନ୍ତି।
କିଛିଦିନ ତଳେ ହିମାଂଶୀ କରୋନାରେ ଆକ୍ରାନ୍ତ ଥିବା ନିଜେ ସୋସିଆଲ ମିଡିଆରେ ପୋଷ୍ଟକରି ଜଣାଇଥିଲେ। ତାଙ୍କୁ ‘ବିଗ୍‌ ବସ୍‌’ର ୧୩ତମ ସିଜିନ୍‌ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମିକୁ ମାଡ଼ି ବସିଛନ୍ତି ପୂର୍ବତନ ବିଧାୟକ, ଅଭିଯୋଗ ଆଣି ସୂଚନା ଅଧିକାର କର୍ମୀ କହିଲେ…

ଧର୍ମଶାଳା,୧ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ଇରାନ ଉପରେ ବଡ଼ ଆକ୍ରମଣ…

ଇସଲାମବାଦ,୧।୩: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଥିଲେ, ଯାହା ଫଳରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ବାତାବରଣ ଖେଳିଯାଇଛି। ଶନିବାର ସକାଳେ ଆମେରିକା…

ଧାନଜମିରେ ଇଲେକ୍ଟ୍ରି କରେଣ୍ଟ ଦେଇ ଷଣ୍ଢକୁ ମାରିଦେଲେ ଚାଷୀ, ତାତିଲା ବଜରଙ୍ଗ ଦଳ, ପ୍ରତିବାଦରେ…

ବାଲିଆପାଳ,୧ା୨(ଗୋପାଳ ଚନ୍ଦ୍ର ସାହୁ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଲୋକେ ଷଣ୍ଢଗୁଡ଼ିକୁ ଇଲେକ୍ଟ୍ରି କରେଣ୍ଟ ଦେଇ ମାରି ଦେଉଛନ୍ତି। ଏନେଇ ବାଲିଆପାଳ ଥାନାରେ ଅଭିଯୋଗ…

ମୃତ୍ୟୁ ସମୟରେ କ’ଣ କରୁଥିଲେ ଖାମନେଇ, କେଉଁଠି ଥିଲେ, ସାଙ୍ଗରେ ଆଉ କିଏ ଥିଲେ? ଜାଣନ୍ତୁ ସୁପ୍ରିମ ଲିଡରଙ୍କ ମୃତ୍ୟୁର ଇନସାଇଡ ଷ୍ଟୋରୀ

ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇଙ୍କ ମୃତ୍ୟୁ ଏବେ ଆନୁଷ୍ଠାନିକ ଭାବରେ ନିଶ୍ଚିତ ହୋଇଛି। ସରକାରୀ ପ୍ରେସ ଟିଭି ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ରିପୋର୍ଟ…

ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ପେଟ୍ରୋଲ ଦରରେ ନିଆଁ! ଭାରତରେ ମହଙ୍ଗା ହେବ…

ନୂଆଦିଲ୍ଲୀ,୧।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି, ଏବଂ ଏହା ଭାରତର ଅର୍ଥନୀତି ଉପରେ ସିଧାସଳଖ ପ୍ରଭାବ ପକାଇବ ବୋଲି ଆଶଙ୍କା…

ବଡ଼ଭାଇଙ୍କୁ ପଥରରେ ଛେଚି ହତ୍ୟା କଲେ ସାନ

ଝାରସୁଗୁଡ଼ା,୧ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବଡ଼ମାଳ ଥାନା ଅନ୍ତର୍ଗତ ବୃନ୍ଦାମାଲ ରେଲଓ୍ବେ ଷ୍ଟେଶନ ନିକଟରେ ଥିବା ଏକ ବସ୍ତିରେ ରହୁଥିବା ବଡ଼ଭାଇ ବିବେକନାଥ ନାଗ(୨୮)ଙ୍କୁ ସାନଭାଇ କ୍ଷୀରୋଦନାଥ…

ଇସ୍ରାଏଲ-ଆମେରିକା ଆକ୍ରମଣରେ କେବଳ ଖାଇନେଇ ନୁହେଁ, ପରିବାରର ଅନେକ ସଦସ୍ୟ ନିହତ

ଜେରୁଜେଲମ,୧।୩: ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ପରେ, ଏବେ ଖବର ଆସିଛି ଯେ ତାଙ୍କ ପରିବାରର ଅନେକ ସଦସ୍ୟ ମଧ୍ୟ ନିହତ ହୋଇଛନ୍ତି।…

ଆଜିଠାରୁ ଆକାଶରେ ଦେଖାଯିବ ବିରଳ ଦୃଶ୍ୟ: ନିକଟତର ହେବେ ୬ ଗ୍ରହ

ଭୁବନେଶ୍ୱର,୨୮ା୨(ସୁଚିସ୍ମିତା ସାହୁ): ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri