Posted inଜାତୀୟ

ଶାହାଙ୍କ ହାତରେ କାଠକଣ୍ଢେଇ ପାଲଟିଛନ୍ତି ହିମନ୍ତ: ରାହୁଲ ଆଣିଲେ ଅଭିଯୋଗ…

ଗୁଆହାଟୀ,୨୪।୧ : ଭାରତ ଯୋଡୋ ନ୍ୟାୟ ଯାତ୍ରାର ଏକାଦଶ ଦିନରେ ରାହୁଲ ଗାନ୍ଧୀ ଆସାମର ବାରପେଟାରେ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ କଡା ସମାଲୋଚନା କରିଛନ୍ତି। ବୁଧବାର ଦିନ ଯାତ୍ରା ଆରମ୍ଭରେ ରାହୁଲ କହିଛନ୍ତି ଆସାମ ସିଏମ ହିମନ୍ତ ବିଶ୍ୱ ଶର୍ମା ଦେଇଥିବା ନିର୍ଦ୍ଦେଶ ଅନୁଯାୟୀ ଗଣମାଧ୍ୟମ ଖବର ଦେଖାଉଛି।

ସେ କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ହାତରେ ସିଏମ ହିମନ୍ତ ଏକ ହାତରେ କାଠକଣ୍ଢେଇ ପାଲଟିଛନ୍ତି ଆସାମର ମୁଖ୍ୟମନ୍ତ୍ରୀ ଦେଶର ସର୍ବାଧିକ ଦୁର୍ନୀତିଗ୍ରସ୍ତ ମୁଖ୍ୟମନ୍ତ୍ରୀ ବୋଲି ସେ କହିଛନ୍ତି।

ରାହୁଲ କହିଛନ୍ତି, ଗଣମାଧ୍ୟମ ଆପଣଙ୍କୁ ଯାହା କହୁଛି, ତାହା ହିଁ ଆସାମର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିର୍ଦ୍ଦେଶ ଦିଆଯାଇଛି। ଆସାମର ମୁଖ୍ୟମନ୍ତ୍ରୀଙ୍କ ରିମୋଟ ଅମିତ ଶାହାଙ୍କ ହାତରେ। ଯଦି ସିଏମ ହିମନ୍ତ ଶାହାଙ୍କ ବିରୋଧରେ କିଛି କହିବାକୁ ସାହସ କରନ୍ତି, ତେବେ ତାଙ୍କ ଭାଜପାରୁ ବାହାରିବା ରାସ୍ତା ଦେଖାଇ ଦିଆଯିବ।

 

 


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?