Posted inଜାତୀୟ

‘ଅନ୍ଧାରରେ ରାହୁଲ ଗାନ୍ଧୀଙ୍କ ଭବିଷ୍ୟତ’

ଗୁଆହାଟୀ,୨୬।୩: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଉ କିଛି ଦିନ ବାକି ଅଛି । ଆସାମରେ ଭୋଟ ପୂର୍ବରୁ ନିର୍ବାଚନ ପ୍ରଚାରରେ ନିୟୋଜିତ ରାଜନୈତିକ ଦଳ ସେମାନଙ୍କ ପ୍ରତିପକ୍ଷଙ୍କ ଉପରେ ଆକ୍ରମଣ କରୁଛନ୍ତି। ଏହି କ୍ରମରେ ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ଯେ ତାଙ୍କ ଭବିଷ୍ୟତ ଅନ୍ଧକାରରେ ଅଛି ଏବଂ ୨୦୨୬ ପର୍ଯ୍ୟନ୍ତ କଂଗ୍ରେସ ବଞ୍ଚିବ ନାହିଁ।

ହିମନ୍ତ ବିଶ୍ବ ଶର୍ମା କହିଛନ୍ତି, କଂଗ୍ରେସ ଦଳକୁ ଭୋଟ ଦେବା ଅର୍ଥ ରାହୁଲ ଗାନ୍ଧୀଙ୍କୁ ଭୋଟ ଦେବା, ଭାଜପାକୁ ଭୋଟ ଦେବା ଅର୍ଥ ନରେନ୍ଦ୍ର ମୋଦିଙ୍କୁ ଭୋଟ ଦେବା। ଯେଉଁମାନେ ନରେନ୍ଦ୍ର ମୋଦିଙ୍କୁ ଭଲ ପାଆନ୍ତି ଏବଂ ବିିଶ୍ୱାସ ରଖିଛନ୍ତି କି ଭାରତର ବିଶ୍ୱଗୁରୁ ହେବେ। ସେମାନେ ଏହି ନିର୍ବାଚନରେ ଭାଜପାକୁ ଭୋଟ ଦେବେ। ଆଉ ଯେଉଁମାନେ ରାହୁଲ ଗାନ୍ଧୀଙ୍କୁ ଭୋଟ ଦେଲେ ସେମାନେ ଜାଣିଛନ୍ତି ଯେ ତାଙ୍କର ଭବିଷ୍ୟତ ଅତ୍ୟନ୍ତ ଦୁର୍ବଳ। ରାହୁଲ ଗାନ୍ଧୀଙ୍କ ଭବିଷ୍ୟତ ମଧ୍ୟ ଦୁର୍ବଳ ଏବଂ ତାଙ୍କ ଅନୁଗାମୀମାନଙ୍କ ଭବିଷ୍ୟତ ମଧ୍ୟ ଦୁର୍ବଳ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?