ଭାଇରାଲ ହେଉଛି ହିନାଙ୍କ ଗ୍ଲାମରସ୍ ଫଟୋ

ମୁମ୍ବାଇ: ନାୟିକା ହିନା ଖାଁ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସେଥିପାଇଁ ବୋଧହୁଏ ତାଙ୍କର ରହିଛନ୍ତି ବହୁ ଫ୍ୟାନ୍ ଫଲୋଇଂସ୍ । ସବୁବେଳେ ହିନା ତାଙ୍କର କିଛି ନା କିଛି ଫଟୋ ଶେୟାର କରି ପ୍ରଶଂସକଙ୍କ ମନ ଜିତନ୍ତି । ନିକଟରେ ସେ ଏକ ଲାଟେଷ୍ଟ ଫଟୋଶୁଟ୍‌ର କିଛି ଫଟୋ ଶେୟାର କରିବା ପରେ ଏବେ ଏହା ଭାଇରାଲ ହୋଇଛି । ଇନଷ୍ଟାଗ୍ରାମରେ ଶେୟାର କରାଯାଇଥିବା ଏହି ଫଟୋରେ ହିନା ହ୍ୱାଇଟ କଲର ଡ୍ରେସରେ ନଜର ଆସିଛନ୍ତି । ଏହାସହ ଏଥିରେ ସେ ଭିନ୍ନ ଭିନ୍ନ ପୋଜରେ ମଧ୍ୟ ଦେଖାଦେଇଛନ୍ତି । ତାଙ୍କର ଏହିସବୁ ଫଟୋ ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଛି । ହିନାଙ୍କ ଫ୍ୟାଶନ ସେନ୍ସ ସବୁଠାରୁ ନିଆରା ହୋଇଥିବା ବେଳେ ସେ ଷ୍ଟାଇଲ ଆଇକନ ଭାବେ ମଧ୍ୟ ପରିଚିତ । ସୋସିଆଲ ମିଡିଆରେ ସେ ତାଙ୍କ ଜୀବନ କାହାଣୀ ବେଳେ ବେଳେ ଶେୟାର କରୁଥିବା ବେଳେ ୱାର୍କଆଉଟ୍‌, ଫ୍ୟାଶନ ଓ ଫଟୋଶୁଟର ଫଟୋ ମଧ୍ୟ ଶେୟାର କରିଥାଆନ୍ତି । ପ୍ରଥମେ ହିନା ‘ୟହ ରିସ୍ତା କ୍ୟା କହଲାତା’ରୁ କ୍ୟାରିୟର ଆରମ୍ଭ କରି ଦର୍ଶକଙ୍କ ପସନ୍ଦର ଅଭିନେତ୍ରୀ ପାଲଟି ଯାଇଥିଲେ । ‘ବିଗ୍ ବସ୍‌’ରେ ବି ସେ ଭାଗ ନେଇ ସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri