‘ବ୍ରିଟେନର ଆର୍ଥିକ ଭବିଷ୍ୟତ ପାଇଁ ହିନ୍ଦୀ, ଗୁଜରାଟୀ, ଊର୍ଦ୍ଦୁ ଶିକ୍ଷା ଜରୁରୀ’

ଲଣ୍ଡନ,୨୫ା୨: ୟୁକେ ସରକାରଙ୍କୁ ଦକ୍ଷିଣ ଏସୀୟ ଭାଷା ଶିକ୍ଷା କ୍ଷେତ୍ରରେ ନିବେଶ କରିବା ଆବଶ୍ୟକ। କାରଣ ଏହି ଭାଷା ଦକ୍ଷତା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଗଭୀର କରିବା ପାଇଁ ଜରୁରୀ ଅଟେ ବୋଲି ଶ୍ରମ ଏବଂ ସମବାୟ ସଂସଦର ସଦସ୍ୟ ଗରେଥ ଥୋମାସ ଏହା କହିଛନ୍ତି।

ଗରେଥ କହିଛନ୍ତି, ‘ଦକ୍ଷିଣ ଏସୀୟ ଭାଷା ଶିକ୍ଷା ପାଇଁ ବ୍ରିଟେନକୁ ଆର୍ଥିକ ତଥା ଶିକ୍ଷାଗତ ସହାୟତା ପ୍ରଦାନ କରିବା ଆବଶ୍ୟକ। ଗୁଜୁରାଟୀ, ଊର୍ଦ୍ଦୁ ଏବଂ ହିନ୍ଦୀ ଶିକ୍ଷା ବ୍ରିଟେନର ଆର୍ଥିକ ଭବିଷ୍ୟତ ପାଇଁ ତଥା ଆମ ଦେଶର ଯୁବକମାନଙ୍କ ମଧ୍ୟରେ ଏକାଡେମିକ ଉତ୍କର୍ଷ ପାଇଁ ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ…

୨୦୬୪ ସୁଦ୍ଧା ଅଧା କମିଯିବ କି ବିଶ୍ୱର ଜନସଂଖ୍ୟା? ବୈଜ୍ଞାନିକମାନେ ଦେଲେ ବଡ଼ ଚେତବାନୀ

ଓ୍ବାଶିଂଟନ,୧୮।୬: ଏକ ନୂତନ ଅନ୍ତର୍ଜାତୀୟ ଅଧ୍ୟୟନ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ, ମହାମାରୀ ଏବଂ ଯୁଦ୍ଧ ଭଳି ବିପଦ ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଗବେଷଣା ଆକଳନ…

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri