‘ହିନ୍ଦୀ ଆଉ ଜାତୀୟ ଭାଷା ହୋଇ ରହି ନାହିଁ’

ବହୁ ପ୍ରତୀକ୍ଷିତ ଫିଲ୍ମ ‘କେଜିଏଫ ୨’ ବକ୍ସ ଅଫିସରେ ଧମାଲ କରୁଛି। କନ୍ନଡ ସୁପରଷ୍ଟାର ୟଶଙ୍କ ଅଭିନୀତ ଏହି ଫିଲ୍ମଟି କନ୍ନଡ, ହିନ୍ଦୀ, ତାମିଲ, ତେଲୁଗୁ ଏବଂ ମାଲାୟାଲମ ଭାଷାରେ ରିଲିଜ୍‌ କରାଯାଇଛି।
ନିକଟରେ ଫିଲ୍ମ ‘ଆର: ଡେଡଲିଷ୍ଟ ଗ୍ୟାଙ୍ଗଷ୍ଟର ଏଭର’ର ଶୁଭାରମ୍ଭ ଅବସରରେ କନ୍ନଡ ଷ୍ଟାର କିଚା ସୁଦୀପ ସାଉଥ ଫିଲ୍ମର ସଫଳତା କହିଛନ୍ତି, ବର୍ତ୍ତମାନ ସାଉଥ ନିର୍ଦ୍ଦେଶକମାନେ ଏଭଳି ଫିଲ୍ମ ନିର୍ମାଣ କରୁଛନ୍ତି ଯାହାର ଗ୍ଲୋବାଲ ପ୍ରେଜେନ୍ସ ରହିଛି। ଏପରିକି ବଲିଉଡର ଲୋକମାନେ ନିଜ ହିନ୍ଦୀ ଫିଲ୍ମକୁ ତେଲୁଗୁ ଏବଂ ତାମିଲରେ ଡବିଂ କରୁଛନ୍ତି, କିନ୍ତୁ ସେମାନଙ୍କର ସଫଳତା କମ୍‌।
ଆହୁରି ମଧ୍ୟ କହିଛନ୍ତି, ହିନ୍ଦୀ ଏବେ ଜାତୀୟ ଭାଷା ହୋଇ ରହି ନାହିଁ। ସେମାନେ ଆଜି ବି ପ୍ୟାନ ଇଣ୍ଡିଆ ଫିଲ୍ମ ନିର୍ମାଣ କରୁଛନ୍ତି। ଆଜି ଆମେ ନିର୍ମାଣ କରୁଥିବା ଫିଲ୍ମଟି ସବୁଆଡେ ପସନ୍ଦ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri