ଦାରିଙ୍ଗବାଡିରେ ହିନ୍ଦୁ ସମ୍ମିଳନୀ: ହନୁମାନ ଚାଳିଶାରେ ପ୍ରକମ୍ପିତ ଅଞ୍ଚଳ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ଶୁକ୍ରବାର ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଉଯାଇଛି। ଏହି ଅବସରରେ ହିନ୍ଦୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ସକାଳ ୮ ଟାରୁ ଅଗ୍ନିହୋତ୍ର ଓ ଘୃତ ଯଜ୍ଞରୁ ଆରମ୍ଭ କରାଯାଇଥିଲା। ପରେ ସାମୂହିକ ୧୦୮ ହନୁମାନଙ୍କ ଚାଳିଶା ପାଠ କରାଯାଇଥିଲା। ନିଜ ଗ୍ରାମଠାରୁ ସାରା ଭାରତ ବର୍ଷରେ ଶାନ୍ତି, ସମୃଦ୍ଧି ସୃଷ୍ଟି ପାଇଁ ଏଭଳି ହିନ୍ଦୁ ସମ୍ମିଳନୀ କରାଯାଇଛି ।
ଏହା ପରେ ନଗର ପରିକ୍ରମା, ବ୍ୟକ୍ତିଗତ ଗୀତ, ରାଷ୍ଟ୍ର ବନ୍ଦନା, ବୌଦ୍ଧିକ, ଶାନ୍ତି ପାଠ ଆଦି ରହିଥିବା ଜଣାପଡିଛି। କାର୍ଯ୍ୟକ୍ରମକୁ ଦାରିଙ୍ଗବାଡି ମଣ୍ଡଳୀ ର ହିନ୍ଦୁ ସମ୍ମିଳନୀ ସଂଚଳନ ସମିତି ପକ୍ଷରୁ ଆୟୋଜନ କରାଯାଇଛି। କାର୍ଯ୍ୟକ୍ରମକୁ ଗୌରୀଶଙ୍କର ସାହୁଙ୍କ ସମେତ ସୂର୍ଯ୍ୟ ନାରାୟଣ ସାହୁ, ଶିବ ପ୍ରସାଦ ମିଶ୍ର, ଡ଼ଃ ଅମ୍ବିକ ପ୍ରସାଦ ସତପଥୀ, ରମେଶ ଚନ୍ଦ୍ର ସାହୁ, ପ୍ରଶାନ୍ତ ଗନ୍ତାୟତ, ଭଗବାନ ସାହୁ, ବାପୁଲି ସାହୁ, ସ୍ବାଗତ ବେହେରା,
ରାଜେନ୍ଦ୍ର ସାହୁ, ଅଜିତ ସାହୁ, ମନୋସ୍ବିନୀ ତ୍ରିପାଠୀ, ବିଶିକେସନ ପ୍ରଧାନ, ହିର୍ତ୍ତିକ ସାହୁ, ଅନୁଭ ସାହୁ, ରୁଦ୍ରମାଧବ ସାହୁ, ନିରଞ୍ଜନ ସାହୁ, ଶ୍ୟାମସୁନ୍ଦର ଦିଗାଲ, ଆମ୍ବେଦକର ମଲିକ, ଶିଶିର ଗନ୍ତାୟତ, ଲଡ଼ୁ କିଶୋର ସାହୁ, ଦିଲୀପ ସାହୁ, ନୃସିଂହ ସାହୁ, ସନ୍ତୋଷ ସାହୁ, ପ୍ରମୁଖ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଜୟ କୁମାର ସାମଲ ବିଭାଗ ପ୍ରଚାରକ ଗଞ୍ଜାମ ଯୋଗଦେଇ ଉତ୍ସାହିତ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri