Posted inଜାତୀୟ

ମସଜିଦରେ ନମାଜ ପଢିବାକୁ ହିନ୍ଦୁ ମହିଳାଙ୍କୁ ସୁରକ୍ଷା ଦେଲେ ହାଇକୋର୍ଟ

ପ୍ରୟାଗରାଜ,୧୨।୫: ଉତ୍ତରାଖଣ୍ଡ ହାଇକୋର୍ଟ ଗୁରୁବାର ଜଣେ ୨୨ ବର୍ଷର ଯୁବତୀଙ୍କୁ ମସଜିଦରେ ନମାଜ ପଢିବାକୁ ନେଇ ପୋଲିସ ସୁରକ୍ଷା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ୨୨ ବର୍ଷର ହିନ୍ଦୁ ଯୁବତୀ ଉତ୍ତରାଖଣ୍ଡ ହାଇାକୋର୍ଟରେ ଅପିଲ କରିଥିଲେ କି ତାଙ୍କୁ ମସଜିଦରେ ନମାଜ ପଢିବାକୁ ଅନୁମତି ଦିଆଯିବ ସହ ସୁରକ୍ଷା ଯୋଗାଇ ଦିଆଯାଉ।
ଯୁବତୀ କହିଥଲେ କି ତାଙ୍କୁ ଅନେକ ହିନ୍ଦୁ ସଙ୍ଗଠନ ପକ୍ଷରୁ ଧମକ ମିଳିଥିଲା କି ଯଦି ସେ ମସଜିଦରେ ନମାଜ ପଢିବେ ତେବେ ତାଙ୍କର ବହୁତ କ୍ଷତି ଘଟିବ। ଏହାକୁ ନେଇ ଉତ୍ତରାଖଣ୍ଡର ନୈନିତାଲ ବେଞ୍ଚ ତାଙ୍କୁ ଗୁରୁବାରକୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ ଓ ପ୍ରଶ୍ନ କରିଥିଲେ ସେ ହିନ୍ଦୁ ହୋଇ ନମାଜ ପଢିବାକୁ କାହିଁକି ଚାହୁଁଛନ୍ତି।
ଏହାର ଉତ୍ତରରେ ସେ କହିଥିଲେ କି ନା ମୁଁ ମସଲମାନ ନା ମୋର ଧର୍ମ ପରିବର୍ତ୍ତନ କରିବାର ଅଛି ନା ମୁଁ କୌଣସି ମୁସଲମାନ ଯୁବକଙ୍କୁ ବିବାହ କରିବାକୁ ଯାଉଛି। ଘଟଣା ହେଲା ମୁଁ ପିରାନ କଲିୟାର ମସଜିଦ ଯିବା ପରେ ସେହି ସ୍ଥାନ ମୋତେ ଖୁବ ଭଲ ଲାଗିଥିଲା, ସେଥିପାଇଁ ମୁଁ ନମାଜ ପଢିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri