Posted inଜାତୀୟ

ହିନ୍ଦୁ ଦେବତାଙ୍କୁ ଥଟ୍ଟା ଅଭିଯୋଗ: ଅଭିନେତା ଗିରଫ

ମୁମ୍ବାଇ, ୨୬ା୧: ହିନ୍ଦୁ ଦେବଦେବୀଙ୍କୁ ଥଟ୍ଟା କରିବା ଅଭିଯୋଗରେ ଭାରତୀୟ ହାସ୍ୟ ଅଭିନେତା ମୁନାଓ୍ବର ଫାରୁକିଙ୍କୁ ଗିରଫ କରାଯାଇଛି। ତେବେ ଯେଉଁ ଶୋରେ ସେ ଏପରି କରିଥତ୍ବା ଅଭିଯୋଗ ହୋଇଛି । ସେଠାରେ ସେ ଅ।ଦୌ ଯୋଗ ଦେଇ ନ ଥତ୍ଲେ। ୩ ସପ୍ତାହରୁ ଅଧତ୍କ ଦିନ ଧରି ତାଙ୍କୁ ଗିରଫ କରି ରଖାଯାଇଥତ୍ବାରୁ ତାଙ୍କ ସାଥୀ ଅଭିନେତା, ଓକିଲ ଏବଂ ବିରୋଧୀ ରାଜନୈତିକ ଗୋଷ୍ଠୀ ଗିରଫଦାରିକୁ ବିରୋଧ କରିଛନ୍ତି । ପୋଲିସ ନିକଟରେ କୌଣସି ପ୍ରମାଣ ନ ଥତ୍ବା ସତ୍ତ୍ୱେ ତାଙ୍କୁ କାହିଁକି ଗିରଫ କରାଯାଇଛି ସେ ନେଇ ପ୍ରଶ୍ନ ଉଠିଛି । ନୂଆ ବର୍ଷ ଅବସରରେ ମୁନାଓ୍ବର ଇନ୍ଦୋରର ଏକ କାଫେରେ ଷ୍ଟାଣ୍ଡଅପ୍ କମେଡି କରିବାକୁ ସ୍ଥିର ହୋଇଥତ୍ଲା। ତେବେ ସେ ଶୋ ଅ।ରମ୍ଭ କରିବା ପୂର୍ବରୁ ସ୍ଥାନୀୟ ଭାଜପା ରାଜନେତାଙ୍କ ଏକ ଗୋଷ୍ଠୀ ତାଙ୍କୁ ବିରୋଧ କରିଥତ୍ଲେ ।ବିନା କୌଣସି ତଦନ୍ତରେ ପୋଲିସ ଗିରଫ କରିଥତ୍ବାବେଳେ ଇନ୍ଦୋର ହାଇକୋର୍ଟରେ ତାଙ୍କୁ ଜାମିନ ମଧ୍ୟ ମିଳି ପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?