ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା ଉତ୍ତୋଳନ ସ୍ବରୂପ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ହିନ୍ଦୁ ନବ ବର୍ଷର ମହତ୍ତ୍ୱ ଏବଂ ଗୁରୁତ୍ୱ ଉପରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମରେ ମମତା ପଣ୍ଡା, ପ୍ରଣୟନୀ ବ୍ରହ୍ମ, ତୃପ୍ତିମୟୀ ଜେନା, ବବିତା ସାହୁ, ଦିପ୍ତିମୟୀ ଖୁଣ୍ଟିଆ, ବିଜୟାଲକ୍ଷ୍ମୀ ଜେନାଙ୍କ ସମେତ ଅନେକ ମହିଳା ଯୋଗଦେଇ ଭାରତ ମାତାଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏଥିସହ ଗୈରିକ ଧ୍ୱଜ ତଳେ ନିଜ ସଂସ୍କୃତି ପରମ୍ପରାକୁ ଆଗକୁ ନେବା ପାଇଁ ପ୍ରତିଜ୍ଞା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?