ମୁସଲମାନ ମୌଳବାଦୀଙ୍କ ଟାର୍ଗେଟରେ ହିନ୍ଦୁ ଶିକ୍ଷାର୍ଥୀ…

ଲଣ୍ଡନ,୨୦।୪ : ବ୍ରିଟେନର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପଢୁଥିବା ହିନ୍ଦୁ ଶିକ୍ଷାର୍ଥୀମାନେ ବର୍ତ୍ତମାନ ଜାତିଗତ ଭେଦଭାବର ସମ୍ମୁଖୀନ ହେଉଛନ୍ତି। ମୁସଲମାନ ମୌଳବାଦୀମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି, ଜାତିଗତ ମନ୍ତବ୍ୟ ଦେଇଛନ୍ତି ଏବଂ ଧର୍ମ ପରିବର୍ତ୍ତନ କରିବାକୁ ଚାପ ପକାଉଛନ୍ତି।

ଏହି ସମୟ ମଧ୍ୟରେ, ମୁସଲମାନ ମୌଳବାଦୀମାନେ ହିନ୍ଦୁ ଧର୍ମ ବିଷୟରେ ଅପମାନଜନକ ମନ୍ତବ୍ୟ ଦିଅନ୍ତି ଏବଂ ଏହାର ଧାର୍ମିକ ବିଶ୍ୱାସକୁ କଳ୍ପିତ ବୋଲି କହନ୍ତି, ଇସଲାମ ସୁବିଧାଜନକ ଏବଂ ଅଧିକ ବ୍ୟବହାରିକ ବୋଲି ଦର୍ଶାଉଛନ୍ତିି ଲଣ୍ଡନରେ ଏକ ସଂସ୍ଥା ଦ୍ୱାରା ଏହି ସୂଚନା ଦିଆଯାଇଛି। ହେନେରୀ ଜ୍ୟାକସନ ସୋସାଇଟି ଅନୁଯାୟୀ, ମୁସଲମାନ ମୌଳବାଦୀମାନେ ହିନ୍ଦୁ ଶିକ୍ଷାର୍ଥୀଙ୍କୁ ଟାର୍ଗେଟ କରୁଛନ୍ତି।

ବ୍ରିଟେନରେ ରହୁଥିବା ପ୍ରାୟ ୫୦ ପ୍ରତିଶତ ଅଭିଭାବକ ସ୍ବୀକାର କରିଛନ୍ତି, ହିନ୍ଦୁ ହୋଇଥିବାରୁ ସେମାନଙ୍କ ପିଲାମାନେ ବିଦ୍ୟାଳୟରେ ଘୃଣା ଏବଂ ଜାତିଗତ ଭାଷାର ଶିକାର ହୋଇଛନ୍ତି। ପ୍ରାୟ ଏକ ପ୍ରତିଶତ ବିଦ୍ୟାଳୟ ସେମାନଙ୍କ ଆଭ୍ୟନ୍ତରୀଣ ସର୍ଭେ ରିପୋର୍ଟରେ ସ୍ବୀକାର କରିଛନ୍ତି ଯେ ଗତ ପାଞ୍ଚ ବର୍ଷ ମଧ୍ୟରେ ସେମାନଙ୍କ କ୍ୟାମ୍ପସରେ ହିନ୍ଦୁ ବିରୋଧୀ ଘଟଣା ଘଟିଛି ଯେଉଁଥିରେ ହିନ୍ଦୁ ଛାତ୍ରମାନେ ଶିକାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri