ଜଗନ୍ନାଥଙ୍କୁ ବି ଛାଡ଼ିଲେନି, ହିନ୍ଦୁ ମନ୍ଦିର ଭାଙ୍ଗାରୁଜା ସହ ଜାଳିଦେଲେ

ନୂଆଦିଲ୍ଲୀ, ୦୬।୦୮: ବାଂଲାଦେଶର ଅବସ୍ଥା ଏବେ ଶୋଚନୀୟ ହୋଇପଡ଼ିଛି । ହିଂସା ଏବଂ ଅରାଜକତା ମଧ୍ୟରେ ଆନ୍ଦୋଳନକାରୀ ବିଂଲାଦେଶରେ ରହୁଥିବା ଅଳ୍ପ ସଂଖ୍ୟକ ହିନ୍ଦୁଙ୍କୁ ଟାର୍ଗେଟ୍‌ କରିବା ଆରମ୍ଭ କରିଦେଇଛନ୍ତି । ଖୋଜି ଖୋଜି ହିନ୍ଦୁଙ୍କ ଉପରେ ଅତ୍ୟାଚାର ଆରମ୍ଭ କରିଦେଇଛନ୍ତି । ହିନ୍ଦୁ ପରିବାର ରହୁଥିବା ଘରେ ସେମାନେ ନିଆଁ ଲଗାଇ ଦେଉଥିବା ଦେଖିବାକୁ ମିଳୁଛି । ଦୋକାନରୁ ଲୁଟ୍‌ ହେଉଛି । ଏହାରି ମଧ୍ୟରେ ମୋହରପୁରର ଇସ୍କନ ମନ୍ଦିର ଘଟଣା ସାମ୍ନାକୁ ଆସିଛି । ଆନ୍ଦୋଳନକାରୀ ମନ୍ଦିର ଭଙ୍ଗାରୁଜା କରିବା ସହିତ ନିଆଁ ଲଗାଇ ଦେଇଛନ୍ତି । ମନ୍ଦିରରେ ପୂଜା ପାଉଥିବା ଦିଅଁଙ୍କୁ
ମଧ୍ୟ ଛାଡ଼ିନାହାନ୍ତି ବିକ୍ଷୋଭକାରୀ । ଜଗନ୍ନାଥଙ୍କ ବିଗ୍ରହରେ ସେମାନେ ନିଆଁ ଲଗାଇଦେଇଥିବା ଚିତ୍ର ସାମ୍ନାକୁ ଆସିଛି । ଯାହାକି ହିନ୍ଦୁଙ୍କ ପ୍ରତି ବର୍ବରତାର ସବୁ ସୀମା ଟପିଯାଇଛି ।

ବାଂଲାଦେଶର ଏକ ଗଣମାଧ୍ୟମ ସଂସ୍ଥା ଦ ଡେଲି ଷ୍ଟାରର ରିପୋର୍ଟ ଅନୁସାରେ ୨୭ ଜିଲାରେ ହିନ୍ଦୁଙ୍କ ଘର ଏବଂ ଦୋକାନକୁ ଟାର୍ଗେଟ୍‌ କରାଯାଉଛି । ମୂଲ୍ୟବାନ ଜିନିଷ ଲୁଟ୍‌ କରାଯାଉଛି । ହିନ୍ଦୁଙ୍କୁ ଘରୁ ବାହାର କରାଯାଇ ସେମାନଙ୍କୁ ମାଡ଼ ମାରାଯାଉଛି । ବର୍ତ୍ତମାନ ସେଠାରେ ହିନ୍ଦୁ ପରିବାର ଡରି ବଞ୍ଚୁଥିବା ବେଳେ ଲୁଚି ରହିବାକୁ ବାଧ୍ୟ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri