Posted inଜାତୀୟ

ପ୍ରସିଦ୍ଧ ଶିଳ୍ପପତି ଗୋପୀଚନ୍ଦ ହିନ୍ଦୁଜାଙ୍କ ପରଲୋକ

ନୂଆଦିଲ୍ଲୀ,୪।୧୧: ବିଶ୍ୱର ଏକ ଜଣାଶୁଣା ବ୍ୟବସାୟିକ ସଂସ୍ଥା ମଧ୍ୟରୁ ଗୋଟିଏ ହିନ୍ଦୁଜା ଗ୍ରୁପ ( Hinduja Group)ର ଅଧ୍ୟକ୍ଷ ଏବଂ ପ୍ରସିଦ୍ଧ ଶିଳ୍ପପତି ଗୋପୀଚନ୍ଦ ପି. ହିନ୍ଦୁଜା  (GP Hinduja) ଙ୍କର ଲଣ୍ଡନରେ ପରଲୋକ ହୋଇଛି  ।  ୮୫ ବର୍ଷୀୟ ଗୋପୀଚାନ୍ଦ ହିନ୍ଦୁଜା ଗତ କିଛି ସପ୍ତାହ ଧରି ଅସୁସ୍ଥ ଥିଲେ ଏବଂ ଚିକିତ୍ସା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ  ।

“ଜିପି ହିନ୍ଦୁଜା”  ଭାବରେ ଜଣାଶୁଣା ଗୋପୀଚାନ୍ଦ ହିନ୍ଦୁଜା ହିନ୍ଦୁଜା ଗ୍ରୁପକୁ ଏକ ବିଶ୍ୱ ସାମ୍ରାଜ୍ୟରେ ପରିଣତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ବଡ଼ ଭାଇ ଶ୍ରୀଚନ୍ଦ ହିନ୍ଦୁଜାଙ୍କ ସହିତ ମିଶି ସେ ଗ୍ରୁପର ବ୍ୟବସାୟକୁ ଅଟୋମୋବାଇଲ୍, ବ୍ୟାଙ୍କିଂ, ଶକ୍ତି, ଆଇଟି, ଭିତ୍ତିଭୂମି ଏବଂ ସ୍ୱାସ୍ଥ୍ୟସେବା ସମେତ ବିଭିନ୍ନ କ୍ଷେତ୍ରରେ ବିସ୍ତାର କରିଥିଲେ  ।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri