ବାଂଲାଦେଶରୁ ସଫା ହେବେ ହିନ୍ଦୁ! ସମ୍ବିଧାନରୁ ସେକ୍ୟୁଲାର ଶବ୍ଦ ହଟାଇବାକୁ ପ୍ରସ୍ତୁତି

ଢାକା,୧୬।୧୧: ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ଅତ୍ୟାଚାର ଚରମ ସୀମାରେ ପହଞ୍ଚିଛି। ବର୍ତ୍ତମାନ ବାଂଲାଦେଶରେ ଏହିପରି କିଛି ଘଟିବାକୁ ଯାଉଛି ଯାହା ବଖାଣୁଛି ଯେ ହିନ୍ଦୁମାନଙ୍କ ଦ ଏଣ୍ଡ ପାଇଁ ଓଲଟା ଗଣତି ବା କାଉଣ୍ଟ ଡାଉନ ଆରମ୍ଭ ହୋଇଛି। ବାଂଲାଦେଶରେ ସମ୍ବିଧାନରୁ ଧର୍ମନିରପେକ୍ଷ ବା ସେକ୍ୟୁଲାର ଶବ୍ଦ ହଟାଇବାକୁ ଚର୍ଚ୍ଚା ହେଉଛି। ଯଦି ଏହା ଘଟେ ତେବେ ବାଂଲାଦେଶ ଅନ୍ୟ ଏକ ପାକିସ୍ତାନରେ ପରିଣତ ହେବ। ଦାବି ହେଉଛି ଯେ ଯେତେବେଳେ ୯୦ ପ୍ରତିଶତ ମୁସଲମାନ ସେତେବେଳେ ଧର୍ମନିରପେକ୍ଷତାର ଆବଶ୍ୟକତା କ’ଣ। ବାଂଲାଦେଶରେ ବଢୁଥିବା ଏହି ଚାହିଦାର ଅର୍ଥ କ’ଣ ଏବଂ ଭବିଷ୍ୟତରେ ଭାରତରେ ମଧ୍ୟ ଏହିପରି କିଛି ଦେଖିବାକୁ ମିଳିବ ବୋଲି ପ୍ରଶ୍ନ ଉଠୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ଙ୍କୁ ଝଟକା: ସିନେଟ୍‌ରେ ଯୁଦ୍ଧ ବିରୋଧୀ ପ୍ରସ୍ତାବ ଗୃହୀତ

ୱାଶିଂଟନ, ୨୫ା୬: ଇରାନ୍‌ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଯୁଦ୍ଧନୀତିକୁ ବଡ଼ ବିରୋଧ କରାଯାଇ ସିନେଟ ପ୍ରଥମ ଥର…

ନାବାଳିକା ଗଣବଳାତ୍କାରର ଶିକାର

ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଡେନ୍‌ମାର୍କରେ ମିଳିଲା ‘ଭାଇକିଂ’ ଯୁଗର ବିଶାଳ ବସ୍ତ୍ର ଉତ୍ପାଦନ କେନ୍ଦ୍ର

ସୋଫ୍ଟେନ (ଡେନମାର୍କ), ୨୫ା୬ (ଏପି): ୟୁରୋପର ପ୍ରାଚୀନ ଇତିହାସକୁ ନେଇ ବଡ଼ ପ୍ରତ୍ନତାତ୍ତ୍ୱିକ ସଫଳତା ମିଳିଛି। ଡେନ୍‌ମାର୍କରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଭାଇକିଂ ଯୁଗର ଏକ ବିଶାଳ ବସ୍ତ୍ର ଉତ୍ପାଦନ…

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ…

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri