ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହିଞ୍ଜିଳିକାଟୁ ପୌର କାଉନସିଲର

ହିଞ୍ଜିଳିକାଟୁ,୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର ବିଜେଡି ସଭ୍ୟାସଭ୍ୟ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନଙ୍କୁ ମଧ୍ୟ ସାକ୍ଷାତ କରିଥିଲେ। ପୌରପରିଷଦ ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକୁ କାର୍ଯ୍ୟକାରୀ କରି ଲୋକଙ୍କ ବିଶ୍ୱାସଭାଜନ ହେବା ନିମନ୍ତେ ମୁଖ୍ୟମନ୍ତ୍ରୀ କହିଛନ୍ତି। ସରକାରଙ୍କ ବିଭିନ୍ନ ଯୋଜନାକୁ ପ୍ରକୃତ ହିତାଧିକାରୀଙ୍କୁ ପ୍ରଦାନ ସହ ଯୋଜନା ବିଷୟରେ ଲୋକଙ୍କୁ ଜଣାଇବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ରାଜ୍ୟ ର ନଂ-୧ ସହରାଞ୍ଚଳ ଭାବେ ହିଞ୍ଜିଳିକାଟୁ ସହରାଞ୍ଚଳକୁ ବିକାଶ ପାଇଁ ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିବା କାଉନସିଲର ବୃନ୍ଦ କହିଛନ୍ତି। ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ଉପାଧ୍ୟକ୍ଷ ସୁଚିତ୍ରା ପଣ୍ଡା, ବିଜେଡି ନଗର ସଭାପତି ଭୀମସେନ ବେହେରାଙ୍କ ସମେତ ସମସ୍ତ ୧୬ କାଉନସିଲର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri