ବ୍ରିଜ୍‌ ଉପରୁ ନଦୀକୁ ଖସିଲା ହାଇଓ୍ବା

ଭବାନୀପାଟଣା,୨୫ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବନ୍ଧାଗାଁ ତେଲ ନଦୀ ବ୍ରିଜ ଉପରୁ ଶନିବାର ଏକ ହାଇଓ୍ବା ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଛି। ସୌଭାଗ୍ୟବଶତଃ ଚାଳକ ଏବଂ ହେଲପର ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି। ତେବେ ହେଲପରଙ୍କ ଗୋଟିଏ ହାତ ଭାଙ୍ଗି ଯାଇଥିବା ବେଳେ ଡ୍ରାଇଭର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଫରଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଛି। ଏହି ଦୁର୍ଘଟଣା ଯୋଗୁ ବ୍ରିଜର ଗୋଟିଏ ପଟ ବାଡ଼ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀବଣା ଗାଁରେ ପୂର୍ବତନ ବିଧାୟକଙ୍କ ସହାୟତା, ଆବାସ ଯୋଜନାରେ ଘର ଯୋଗାଇଦେବାକୁ ବିଡିଓଙ୍କ ସହ ଆଲୋଚନା

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ ଶ୍ରୀବଣା ଗ୍ରାମର ଡ଼ି ଦୁର୍ଯ୍ୟଧନ ପାତ୍ରଙ୍କର ନିଜସ୍ୱ ଘର ନଥିବାରୁ ଗାଁ ଶେଷରେ ଟିଣ ପକାଇ…

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

ମଧୁବନ ଗ୍ରାମପଂଚାୟତର ସୁକୁଡୁବାଜୁ ନିକଟରେ ଧସିଲା ପାହାଡ଼, ରାସ୍ତା ଜାମ୍

ଗୁଡାରି,୨୪।୯(ପ୍ରମୋଦ କୁମାର ପତି): ଲଗାଣ ବର୍ଷାରେ ଗୁରୁବାର ଅପରାହ୍ନରେ ଗୁଡାରି ବ୍ଲକର ମଧୁବନ ଗ୍ରାମପଂଚାୟତ ଅନ୍ତର୍ଗତ ସୁକୁଡୁବାଜୁ ନିକଟରେ ପାହାଡ଼ରୁ ବଡ଼ ପଥର ଖସି ରାସ୍ତା ମଝିରେ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?