ଟ୍ରକ୍‌କୁ ଓଭରଟେକ୍‌ କଲା ହାଇଓ୍ବା : ଧକ୍କା ଦେଇ ଷ୍ଟେରିଂ ଚାପିହେଲେ ଡ୍ରାଇଭର

ଫୁଲନଖରା,୨୬।୭:(ଡି.ଏନ୍‌.ଏ.): କଟକ ଭୁବନେଶ୍ବର ୧୬ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ଛକ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଟ୍ରକ୍‌ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ସୂଚନାଅନୁଯାୟୀ, ଏକ ଟ୍ରକ୍‌ ନଂ(ଏଚ୍‌ଆର୍‌୪୬ଇ୪୮୯୯) କଟକରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ସମୟରେ ବମ୍ଫକୁଦ ଛକ ନିକଟରେ ଏକ ହାଇୱା ତାକୁ ଓଭରଟେକ୍‌ କରି ଆଗକୁ ଆସିଥିଲା। ଟ୍ରକ୍‌ ଡ୍ରାଇଭର ହାଇୱା ପଛପଟୁ ଧକ୍କା ଦେବାରୁ ଗାଡ଼ିର ଷ୍ଟେରିଂ ଚାପି ହୋଇ ଯାଇଥିଲେ। ସେ ଗାଡ଼ି ଭିତରୁ ବାହାରକୁ ବାହାରି ପାରି ନ ଥିଲେ। ଏହି ସମୟରେ ସମାଜ ସେବକ ଟୁନା ଜେନା ଓ ଅନ୍ୟାନ୍ୟ ସହୃଦୟ ବ୍ୟକ୍ତି ଘଟଣାସ୍ଥଳରେ ପହଞ୍ଚି ଷ୍ଟେରିଂ କୁ କାଟି ଡ଼୍ରାଇଭରଙ୍କୁ ବାହାର କରିଥଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri