Posted inଫୁରସତ

ମୃତ୍ୟୁ ମୁହଁରୁ ଓ୍ବରର୍ଥୋଗକୁ ଟାଣି ଆଣିଲେ ୨ ଜଳହସ୍ତୀ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଓ୍ବରର୍ଥୋଗ ନାମକ ଜଙ୍ଗଲୀ ଜନ୍ତୁୁ କୁମ୍ଭୀର ମୁହଁରେ ପଡ଼ିଯାଇଛି। କୁମ୍ଭୀର ତାହାକୁ ଖାଇବାଲାଗି ବଳମୁତାବକ ଟାଣୁଥିବା ବେଳେ ଦୁଇ ଜଳହସ୍ତୀ ପହଞ୍ଚି ତାକୁ ଉଦ୍ଧାର କରୁଛନ୍ତି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟାଣ୍ଡ ପେଣ୍ଟ ଇଲ୍ୟୁଜନ୍‌

କେତେବେଳେ ହାତରେ ଏକ ବଡ କଣା ତ କେବେ କଟି ଯାଇଛି ପାପୁଲି। ପୁଣି କେବେ ଦେଖା ଯାଉଛି ପାପୁଲିର ହାଡସବୁ। ଏମିତି ଦୃଶ୍ୟ ଦେଖି...

ପର ଘରେ ବାସନ ମାଜୁଥିଲେ ମୋଦିଙ୍କ ମା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ସକାଳେ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ହୀରାବେନ ଗୁଜରାଟର ପାଲନପୁରରେ...

ଆଜିଠୁ ଆରମ୍ଭ ‘ଭ୍ୟାଲେଣ୍ଟାଇନ୍‌ ସପ୍ତାହ’: ଜାଣନ୍ତୁ କେଉଁ ଦିନ କ’ଣ ପାଇଁ ସ୍ବତନ୍ତ୍ର, କିଭଳି ଜିଣିବେ ସାଥୀଙ୍କ ମନ…

ଆମେରିକାରୁ ଆରମ୍ଭ ହୋଇଥିବା ‘ଭ୍ୟାଲେଣ୍ଟାଇନ୍‌ ଡେ’କୁ ଏବେ ସାରା ବିଶ୍ୱର ପ୍ରେମୀଯୁଗଳ ପାଳନ କରୁଛନ୍ତି। କେହି କେହି ଏହି ଦିନକୁ ପ୍ରେମ ପାଇଁ ଦିନଟିଏ ବୋଲି...

ବେଡ୍‌ରୁମ୍‌ରେ ମହୁମାଛି ବସା, ଶବ୍ଦ ଶୁଣିବା ପାଇଁ ଲୋକେ ଦେଉଛନ୍ତି ଏତିକି ଟଙ୍କା

ମହୁମାଛି ପ୍ରାୟତଃ ଦେଖିଥିବେ। ଏହାର ବସାରେ ଯଦି ଥରେ କୌଣସି ଆଘାତ ଲାଗିଲା ତେବେ ଏମାନେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥାନ୍ତି। ଅନେକ ସ୍ଥାନରେ ମହୁମାଛି...

ହାତୀ ପିନ୍ଧିଛି ପ୍ୟାଣ୍ଟ-ଶର୍ଟ, ଫଟୋ ଶେୟାର କରି ଆନନ୍ଦ ମହିନ୍ଦ୍ରା କହିଲେ…

ସାଧାରଣତଃ ମଣିଷମାନେ ପାଣ୍ଟ-ଶର୍ଟ ପିନ୍ଧୁଥିବା ଆପଣ ଦେଖିଥିବେ। ମାତ୍ର କେବେ ହାତୀ ପ୍ୟାଣ୍ଟ ଶର୍ଟ ପିନ୍ଧି ରାସ୍ତାରେ ଯିବା ଦେଖିଛନ୍ତି କି? ଯଦି ନା ତେବେ...

ବର ୭୦କୁ କନ୍ୟା ୬୦, ଡାକ୍ତରଖାନାରେ ସାକ୍ଷାତ ଘରେ ହେଲା ବିବାହ

ପ୍ରେମ କେତେବେଳେ କେଉଁଠି କାହା ସହ ହେବ କହି ହୁଏ ନାହିଁ। ପ୍ରେମରେ ବୟସ ମଧ୍ୟ ଖୋଜାପଡ଼େନି। ପରିଣତ ବୟସରେ ବି ପ୍ରେମ ହେଉଥିବା ଅନେକ...

ଜାପାନର ରୋବୋଟିକ୍‌ ବାହୁ

ଟୋକିଓ: ଯୁଗ ଯେତେ ଆଗକୁ ବଢୁଛି, ତା’ ସହ ବୈଜ୍ଞାନିକ ଯନ୍ତ୍ରପାତିର ସଂଖ୍ୟା ବେଳକୁ ବେଳ ବୃଦ୍ଧି ପାଉଛି। ନିକଟରେ ଜାପାନର ଅନୁସନ୍ଧାନକାରୀ ନିକଟରେ ରୋବୋଟିକ୍‌...

ବିଶ୍ୱର ସବୁଠୁ ଅପରିଚ୍ଛନ୍ନ ବ୍ୟକ୍ତିଙ୍କ ବିୟୋଗ

ତେହେରାନ୍‌: ସୁସ୍ଥ ଶରୀର ପାଇଁ ସବୁବେଳେ ପରିଷ୍କାର ପରିଚ୍ଛନ୍ନ ରହିବା ନିହାତି ଦରକାର। ଏଥିଲାଗି ନିୟମିତ ଗାଧୋଇବା ଜରୁରୀ। କିନ୍ତୁ ଦୁନିଆରେ ଏମିତି କିଛି ଲୋକ...

Advertisement
Archives

Model This Week