ହୀରାକୁଦ ଡ୍ୟାମ୍‌ର ୧୪ ଗେଟ୍‌ରେ ଜଳ ନିଷ୍କାସନ

ସମ୍ବଲପୁର,୨୯ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ବୁଧବାର ୧୪ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ମିଳିଥିବା ରିପୋର୍ଟ ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୦୭.୧୭ ଫୁଟ୍‌ ରହିଛି। ୧୪ ଗେଟ୍‌ ଦେଇ ୨ ଲକ୍ଷ ୪ ହଜାର ୨୪୩ କ୍ୟୁସେକ ଜଳ ନିଷ୍କାସନ ହେଉଛି। ସେହିପରି ପାୱାର ଚ୍ୟାନେଲ ୧୬,୫୫୫, ଶିଳ୍ପ ପାଇଁ ୨୭୨, ଚାଷ ପାଇଁ ବିଭିନ୍ନ କେନାଲରେ ୩୭୫୫ କ୍ୟୁସେକ ଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୮୫ ହଜାର ୭୫୦ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨ ଲକ୍ଷ ୨୫ ହଜାର ୨୪୩ କ୍ୟୁସେକ ଜଳ ନିଷ୍କାସନ ହେଉଛି। ସେହିପରି ପର୍ଥଲାରେ ୧୭ ହଜାର ୪୫୦, ଖଇରମାଲରେ ୨ ଲକ୍ଷ ୧୪ ହଜାର ୫୦୦, ବରମୁଲାରେ ୧ ଲକ୍ଷ ୮୫ ହଜାର ୭୬୭, ମୁଣ୍ଡଳୀରେ ୧ ଲକ୍ଷ ୧୮ ହଜାର ୭୬୭ କ୍ୟୁସେକ ଜଳ ପ୍ରବାହିତ ହେଉଛି। ସୂଚନାଯୋଗ୍ୟ ମଙ୍ଗଳବାର ପ୍ରତି ସେକେଣ୍ଡରେ ୧ ଲକ୍ଷ ୨ ହଜାର କ୍ୟୁସେକ ଜଳ ପ୍ରବେଶ କରୁଥିଲା। ହେଲେ ବୁଧବାର ଏହା କମିଯାଇ ୮୫,୭୫୦ କ୍ୟୁସେକରେ ପହଞ୍ଚତ୍ଛି। ସେହିପରି ଜଳଭଣ୍ଡାରରେ ଜଳସ୍ତର ମଙ୍ଗଳବାର ୬୦୯.୦୪ଫୁଟ୍‌ ରହିଥିବାବେଳେ ବୁଧବାର ୬୦୭. ୧୭ଫୁଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri