ଖୋଲିଲା ୨୮ ଗେଟ୍‌

ସମ୍ବଲପୁର,୧୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍‌ କର୍ତ୍ତୃପକ୍ଷ ବୁଧବାର ରାତି ୮ଟା ସୁଦ୍ଧା ୨୮ଟି ଗେଟ୍‌ ଖୋଲା ଯାଇଥିବା ସୂଚନା ଦେଇଛନ୍ତି। ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ଆହୁରି ଅଧିକ ଗେଟ୍‌ ଖୋଲାଯାଇପାରେ ବୋଲି ଡ୍ୟାମ୍‌ କର୍ତ୍ତୃପକ୍ଷ କରିଛନ୍ତି।

ଜଳଭଣ୍ଡାର ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉଛି। ଏଥିଯୋଗୁ ଜଳଭଣ୍ଡାରକୁ ପ୍ରତି ସେକେଣ୍ଟରେ ୨ ଲକ୍ଷ ୯୨ ହଜାର ୬୨୮ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri