ହୀରାକୁଦରେ ୩୦ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୧୩ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶନିବାର ଅପରାହ୍ନରେ ହୀରାକୁଦ ଡ୍ୟାମ ଆଉ ଦୁଇଟି ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୦ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଫଳରେ ସହରର ତଳିଆ ଅଞ୍ଚଳରେ ମହାନଦୀର ପଛୁଆ ପାଣି ପଶିଯାଇଛି।

ଆଜି ପୂର୍ବାହ୍ନ ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୬.୯୧ ଫୁଟ ରହିଥିଲା। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୪ ଲକ୍ଷ ୩୫ ହଜାର ୩୦୩ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୪୯ ହଜାର ୪୯୮ ଘନଫୁଟ ଜଳ ନିଷ୍କାସିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳିଆ ମାଝି ହତ୍ୟାକାଣ୍ଡ ଘଟଣା: ୯ ଜଣଙ୍କୁ ଆଜୀବନ କାରାଦଣ୍ଡ

ରାୟଗଡ଼ା ଅଫିସ,୧୭।୧୨: ବହୁଚର୍ଚ୍ଚିତ ଛେଳିଆ ମାଝି ହତ୍ୟାକାଣ୍ଡ ମାମଲାରେ ଅଦାଲତ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜିଲା ଦୌରାଜଜ୍‌ ସୋମଶେଖର...

କରୋନା କଟକଣାକୁ ଫୁ: ହାଟରେ ରହୁନି ସାମାଜିକ ଦୂରତା

ଆର୍‌.ଉଦୟଗିରି,୨୫ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରିରହିଛି। ଏପଟେ ସରକାର ଚାଷୀ ଓ ସାଧାରଣ ଲୋକଙ୍କ ଅସୁବିଧାକୁ ନଜର ରଖି ସାପ୍ତାହିକ ହାଟରେ ପନିପରିବା...

ଘୁଷୁରିକିଳା ଗ୍ରାମରେ ଅଗ୍ନିକାଣ୍ଡ

ସଜନାଗଡ଼, ୧୨।୪(ଡି.ଏନ.ଏ.)-ନୀଳଗିରି ବ୍ଲକ ଅଧୀନ ଆରବନ୍ଧ ପଞ୍ଚାୟତର ଘୁଷୁରିକିଳା ଗ୍ରାମରେ ଶନିବାର ପୂର୍ବାହ୍ନରେ ଅଗ୍ନିକାଣ୍ଡ ଘଟି ୨ ବଖରା ଜଳିଯାଇଛି। କ୍ଷତିଗ୍ରସ୍ତ ହୋଇଛନ୍ତି ଘୁଷୁରିକିଳା ଗ୍ରାମର...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡ୍‌ଲେଙ୍କ ମିଳନ ପର୍ବ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଗଞ୍ଜାମ,୨୭ା୧୧(ଡି.ଏନ୍‌.ଏ.): ବିରଳ ଅଲିଭ ରିଡଲେ କଇଁଛଙ୍କ ଏନ୍ତୁଡ଼ିଶାଳ ଭାବେ ପରିଚିତ ତଥା ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିବା ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଁଣରେ ସାମୁଦ୍ରିକ କଇଁଛମାନଙ୍କ...

ରେଳ ଧାରଣାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଇଣ୍ଡା,୧୨।୧୧(ଡି.ଏନ.ଏ.)-ତାଳଚେର-ସମ୍ବଲପୁର ରେଳପଥର କିଶୋରନଗର ଥାନା ଖଇରମୁଣ୍ଡା ନିକଟସ୍ଥ ରେଳଧାରଣା ପରିସରରୁ ମଙ୍ଗଳବାର ହଣ୍ଡପା ଥାନା ଠେଲକନାଳୀ ଗ୍ରାମର ସୁଲୁ ପ୍ରଧାନ(୧୮) ଜଣେ ଯୁବକଙ୍କ ମୃତଦେହକୁ କିଶୋରନଗର...

ଗଣେଶ ପୂଜାରେ ଅଘଟଣ: ନଦୀରେ ୫ ଛାତ୍ର ବୁଡ଼ିଗଲେ, ୩ ଉଦ୍ଧାର

ଫୁଲନଖରା,୩୧ା୮(ଡି.ଏନ୍‌.ଏ.): କଟକ ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀସ୍ଥିତ କୁଆଖାଇ ନଦୀର ଘାଟରେ ଗାଧୋଇବାକୁ ଯାଇ ୫ ଛାତ୍ର ନଦୀ ସ୍ରୋତରେ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ...

ଏସ୍‌ସିବିରୁ ପିଲାଚୋରି: ୩ଜଣଙ୍କୁ ଅଟକ ରଖି ଖୋଳତାଡ଼ କରୁଛି ପୋଲିସ

କଟକ ଅଫିସ,୨୭।୯: କଟକ ବଡ଼ ମେଡିକାଲରୁ ପିଲା ଚୋରି ଘଟଣାରେ ପୋଲିସ ଜଣେ ମହିଳାଙ୍କ ସମେତ ଅନ୍ୟ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି...

ବଅଁରପାଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: କ୍ଲବ, ଭଡ଼ା ଘରେ ଚାଲିଛି ଡାକ୍ତରଖାନା

ବଅଁରପାଳ, ୨୮।୬(ଡି.ଏନ.ଏ.)- ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଉପରେ ସରକାର ଗୁରୁତ୍ୱ ଦେଉଥିବା ବେଳେ ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏହାର ଭିନ୍ନଚିତ୍ର ନଜରକୁ ଆସିଛି।...

Advertisement
Archives

Model This Week