ପୁଣି ଆଉ ୨ ଗେଟ୍‌ ଖୋଲିଲା ହୀରାକୁଦ: ୧୦ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ପୂର୍ବାହ୍ନରେ ୩ଟି ଗେଟ୍‌ ଖୋଲାଯାଇଥିବା ବେଳେ ଅପରାହ୍ନରେ ଆଉ ଦୁଇଟି ଗେଟ୍‌ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍‌ ଖୋଲାଯାଇଥିଲା। ବର୍ତ୍ତମାନ ମୋଟ୍‌ ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ କାର୍ଯ୍ୟାନୁଷ୍ଠାନ: କେ. ଗାଁ ଥାନା ଅଧିକାରୀ ସସ୍‌ପେଣ୍ଡ

ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କେ.ଗାଁ ଥାନା ଅଧିକାରୀ ଡମୁ ପରଜାଙ୍କୁ ସସ୍‌ପେଣ୍ଡ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ...

ବଡବିଲରେ ଏକାଧିକ ଚୋରି ମାମଲାରେ ୨ ଗିରଫ

ବଡବିଲ,୧୨।୫(ସ୍ବ:ପ୍ର:): କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳରେ ଘଟିଥିବା ଏକାଧିକ ଚୋରି ମାମଲାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।...

ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି: ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର, ୬।୬(ବ୍ୟୁରୋ): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ପଶ୍ଚିମ ଓଡ଼ିଶା। ଏପଟେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ସ୍ଥିତି ବିଗାଡୁଛି ଗୁଳୁଗୁଳି। ଫଳରେ ସାଧାରଣ ଜୀବନଯାତ୍ରା ଗୁରୁତର...

ଗଞ୍ଜାମରେ କଣ୍ଟ୍ରୋଲ ଚାଉଳ ନେବାବେଳେ ରହୁନି ସାମାଜିକ ଦୂରତ୍ୱ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ଗଞ୍ଜାମ, ୬।୪(ଡି.ଏନ୍‌.ଏ. ): ରାଜ୍ୟରେ କରୋନା(କୋଭିଡ-୧୯) ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରାଜ୍ୟ ବାହାରୁ ତଥା ସୁରଟରୁ ଆସିଥିବା ଲୋକଙ୍କ ପାଇଁ ଗଞ୍ଜାମ...

ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ,୧୮।୫: ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ବୁଧବାର ଯୋଗ ଦେବାକୁ ପହଞ୍ଚିଛନ୍ତି। ପରେ...

ନୂଆଁଖାଇ ଛୁଟି ୩ ଦିନ ଦାବି ତେଜିଲା

ବରଗଡ଼ ଅଫିସ୍‌,୨୭।୮: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ସେପ୍ଟେମ୍ବର ୧ରେ ପାଳନ ହେବ। ରାଜ୍ୟ ସରକାର ଏଥିପାଇଁ ସେପ୍ଟେମ୍ବର ୧ତାରିଖକୁ ଛୁଟି ଘୋଷଣା କରିଛନ୍ତି।...

ସଙ୍କୁଚିତ ହେଉଛି ସରକାରୀ ଜମି

ଯାଜପୁର ଅଫିସ,୨୫ା୭: ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ଯାଜପୁର ଜିଲା ପ୍ରଶାସନର ନୀତି ଅସ୍ପଷ୍ଟ ଓ ବିଚିତ୍ର। କେତେକ ସ୍ଥାନରେ ଜବରଦଖଲ ଯୋଗୁ ସରକାରୀ...

ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ମଙ୍ଗଳବାର ଜବତ କରିଛି। ଛାତ୍ରୀ ଜଣଙ୍କ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା...

Advertisement
Archives

Model This Week