ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ

ସମ୍ବଲପୁର,୧୮ା୭(ବ୍ୟୁରୋ): ସୋମବାର ପୂର୍ବାହ୍ନ ୧୧ଟାରେ ହୀରାକୁଦ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଛି। ଫଳରେ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ପ୍ରଥମେ ୭ ନଂ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି।

ସୂଚନାଯୋଗ୍ୟ, ହୀରାକୁଦ ଡ୍ୟାମ୍‌ରେ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ପରେ ଜଳସ୍ତର ବୃଦ୍ଧି ପାଇଛି। ଆଜି ଡ୍ୟାମର ଜଳପତ୍ତନ ୬୧୩.୦୮ ଫୁଟ ରହିଛି। ତେବେ ଡ୍ୟାମ ଭିତରକୁ ୧ ଲକ୍ଷ ୩୫ ହଜାର ୧୪୧ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ୩୯ ହଜାର ୩୪୮ କ୍ୟୁସେକ ଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri