୬୨୬ ଫୁଟ୍‌ରେ ହୀରାକୁଦର ଜଳସ୍ତର: ପୁଣି ଖୋଲିପାରେ ଅଧିକ ଗେଟ୍‌

ସମ୍ବଲପୁର,୧୬ା୮(ବ୍ୟୁରୋ): ଉପର ମୁଣ୍ଡରେ ଲଗାଣ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ମଙ୍ଗଳବାର ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍‌ରୁ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ହେଉଛି। ପ୍ରତି ସେକେଣ୍ଡରେ ଡ୍ୟାମ୍‌କୁ ୭ଲକ୍ଷ ୬୫ ହଜାର ୮୫୮ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୪ଲକ୍ଷ ୪୮ ହଜାର ୨୦୫ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

ଏଭଳି ସ୍ଥିତିରେ ଡ୍ୟାମ୍‌ର ଜଳ ଧାରଣ କ୍ଷମତା ୬୩୦ ଫୁଟ୍‌ ଥିବା ବେଳେ ମଧ୍ୟାହ୍ନ ସୁଦ୍ଧା ଜଳସ୍ତର ୬୨୬ ଫୁଟ୍‌ରେ ପହଞ୍ଚିଛି। ଏନେଇ ଡ୍ୟାମ ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରାଯାଉଛି। ଆଗକୁ ଡ୍ୟାମ୍‌ର ଅଧିକ ଗେଟ୍‌ ଖୋଲିବା ନେଇ ଆଲୋଚନା କରାଯାଉଛି। ଅନ୍ୟପକ୍ଷେ ସମ୍ବଲପୁର ସହରରେ ଡ୍ୟାମ୍‌ ଖୋଲିବା ନେଇ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଉଛି। ଏପରି କି ଅପରାହ୍ନରେ ଡ୍ୟାମ୍‌ର ଗେଟ୍‌ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇପାରେ ବୋଲି ସୂଚନା ମିଳିଛି। ଏଭଳି ସ୍ଥିତିରେ କଟକ ମୁଣ୍ଡଳୀରେ ବିପଦ ସଙ୍କେତ ଟପିଛି ଜଳସ୍ତର। ଫଳରେ ମହାନଦୀରେ ଏକ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି। ଅନ୍ୟପକ୍ଷେ ଉପକୂଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ଘାଇ ସୃଷ୍ଟି ହୋଇଥିବା ଖବର ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୨୨ ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ବର୍ଗରେ ୯୩୯ ଜଣଙ୍କୁ ପୋଲିସ...

ପଞ୍ଚାୟତ କ୍ଷମତାକୁ ସଙ୍କୁଚିତ କରୁଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୫ା୩(ବ୍ୟୁରୋ): ପଞ୍ଚାୟତିରାଜ ବ୍ୟବସ୍ଥାର ଅସଲ ଉଦ୍ଦେଶ୍ୟ ଶାସନକୁ ବିକେନ୍ଦ୍ରୀକରଣ କରିବା। ଏହା ହେଲେ ସାଧାରଣ ଜନତାଙ୍କ ପାଖରେ ଯୋଜନା ପହଞ୍ଚିବାରେ ସହଜ ହୋଇପାରିବ। କିନ୍ତୁ ରାଜ୍ୟରେ...

ରାଶନ ଦୋକାନ ସିଲ୍‌ କଲା ପୋଲିସ: ୨ କୋର୍ଟ ଚାଲାଣ

ଦିଗପହଣ୍ଡି,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ମୌଳାଭଣଞ୍ଜା ରାଧାନଗର ଗ୍ରାମର ରାଶନ ଦୋକାନୀ କବିରାଜ ବିଷୋୟୀଙ୍କୁ ଦିଗପହଣ୍ଡି ପୋଲିସ ଶୁକ୍ରବାର କେସ୍‌ ନଂ. ୭୫/୨୦ ଅନୁଯାୟୀ...

୪୮ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

କୋକସରା,୫ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ନୂଆପଡ଼ା ଗ୍ରାମର ଦେବେନ୍ଦ୍ର ବାଗ (୨୫) ଗାଁ ନିକଟରେ ଥିବା ଇନ୍ଦ୍ରାବତୀ ବାମ କେନାଲକୁ ଗୁରୁବାର...

ଆଜି ଦୀପାବଳି: ସିଂହଦ୍ୱାର ସମ୍ମୁଖରେ କାଉଁରିଆ ଜାଳିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୭ା୧୦: ରବିବାର ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଜମିବ। ମହାପ୍ରଭୁଙ୍କୁ ଦର୍ଶନ କରି ବାଇଶି ପାହାଚରେ ପୟାଶ୍ରାଦ୍ଧ କରିବା...

ବ୍ରିଜ୍‌ରେ ଗାତ: ଯାତାୟାତରେ ସମସ୍ୟା

ସୋରଡା,୩।୧(ଡି.ଏନ.ଏ.): ଜାତୀୟ ରାଜପଥ ୫୯ ସୋରଡା ସହର ମଧ୍ୟକୁ ସଂଯୋଗ କରୁଥିବା ଜରଉ ବ୍ରିଜ୍‌ ପ୍ରାରମ୍ଭରେ ୭ ଫୁଟ ଲମ୍ବ ଓ ୨ ଫୁଟ ଓସାରରେ...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮ ପଜିଟିଭ୍‌

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ପ୍ରତିବର୍ଷ ମାର୍ଚ୍ଚ ୫ରେ ଲୋକସେବା ଦିବସ

ଭୁବନେଶ୍ୱର,୬।୩(ବ୍ୟୁରୋ): ବିଜେଡି ସରକାର ପଞ୍ଚମ ପାଳିରେ ଲୋକମାନଙ୍କୁ ଉତ୍ତମ ପ୍ରଶାସନିକ ସେବା ଯୋଗାଇବା ଉପରେ ଗୁରୁତ୍ୱ ଦେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଗଣତନ୍ତ୍ରର ମାଲିକ...

Advertisement
Archives

Model This Week