ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଏକ ସିମ୍ପାଞ୍ଜି ନଦୀ ପାର ହେଉଥିବା ଦେଖିବାକୁ ମିଳୁଛି। କିଛି ସମୟ ପାଣିରେ ଗଲାପରେ ତାକୁ ଏତେ ଥଣ୍ଡା ଲାଗୁଛି ଯେ, କୂଳକୁ ଫେରି ଆସୁଛି।
ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
Oh it’s cool cool… pic.twitter.com/uuLiUZzgQt
— Susanta Nanda IFS (@susantananda3) November 17, 2020