ଆଜିଠୁ ଐତିହାସିକ ବାଲିଯାତ୍ରା: ମୁଖ୍ୟମନ୍ତ୍ରୀ କରିବେ ଉଦ୍‌ଘାଟନ

କଟକ,୫ା୧୧(ଶିଳ୍ପା ପ୍ରିୟଦର୍ଶିନୀ):ଐତିହାସିକ ବାଲିଯାତ୍ରା କଟକ-୨୦୨୫ ବୁଧବାରଠାରୁ ଆରମ୍ଭ ହେବ। ଅପରାହ୍ନ ୫ଟା ୩୦ ମିନିଟ୍‌ରେ ଗଡଗଡିଆ ଘାଟରେ ମହାନଦୀ ଆଳତି ଓ ବୋଇତ ବନ୍ଦାଣ କରାଯିବ। ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ବାଲିଯାତ୍ରା ମହୋତ୍ସବ-୨୦୨୫କୁ ଉଦ୍‌ଘାଟନ କରିବେ। ଏଥିରେ ଭାରତରେ ଅବସ୍ଥାପିତ ଇଣ୍ଡୋନେସିଆର ରାଷ୍ଟ୍ରଦୂତ ଇନା ଏଚ୍‌. କୃଷ୍ଣମୂର୍ତ୍ତି ଯୋଗଦେବେ। ଏହାସହ ଉଚ୍ଚଶିକ୍ଷା ମନ୍ତ୍ରୀ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏମ୍‌ପି, ରାଜ୍ୟ ସଭା ସଦସ୍ୟ, କଟକ ମେୟର, ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ-ସଦର, ଆଠଗଡ, ସାଲେପୁର, ବାଙ୍କୀ, ମାହାଙ୍ଗା, ବଡମ୍ବା ନିର୍ବାଚନମଣ୍ଡଳୀର ବିଧାୟକଙ୍କ ସମେତ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ କମିଶନର, କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବାଲିଯାତ୍ରା ୧୨ ତାରିଖ ପର୍ଯ୍ୟନ୍ତ ୮ ଦିନ ଧରି ଚାଲିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?