Posted inଜାତୀୟ

‘ଦେଶ ପାଇଁ ଐତିହାସିକ ଦିନ’

ନୂଆଦିଲ୍ଲୀ,୧୭।୯: ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପହଞ୍ଚିଥିବା ୮ ଚିତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୁନୋ ନ୍ୟାଶନାଲ ପାର୍କରେ ଛାଡିଛନ୍ତି। ୮ ଚିତା ଆସିବା ଦେଶ ପାଇଁ ଐତିହାସିକ ଦିନ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଏଥସହ ଚିତା ଦେଇଥିବାରୁ ମୋଦି ନାମିବିୟା ସରକାରଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ସହଯୋଗ ବିନା ଏହା ସମ୍ଭବ ନ ଥିଲା ବୋଲି ମୋଦି କହିଛନ୍ତି।
ବିଲୁପ୍ତ ହୋଇଥିବା ଚିତା ବାଘ ପୁଣି ଭାରତକୁ ଫେରିଛି। ପ୍ରଥମ ପର୍ଯ୍ୟାୟରେ ନାମିବିୟାରୁ ସ୍ବତନ୍ତ୍ର ବିମାନ ଯୋଗେ ଆସି ୮ ଚିତା ଶନିବାର ସକାଳେ ମଧ୍ୟପ୍ରଦେଶର ଗ୍ବାଲିୟର୍‌ରେ ପହଞ୍ଚିଥିଲେ। ସେଠାରୁ ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ତାଙ୍କୁ କୁନୋ ନ୍ୟାଶନାଲ ପାର୍କକୁ ନିଆଯାଇଥିଲା। ପରେ ପ୍ରଧାନମନ୍ତ୍ରୀ ଚିତାଙ୍କୁ ପାର୍କଙ୍କୁ ଛାଡିଥିଲେ। ୮ ଚିତାଙ୍କ ମଧ୍ୟରୁ ୫ ମାଇ ଚିତା ଏବଂ ୩ ପୁରୁଷ ଚିତା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri