Advertisement

ବରଫରେ ପୋତିହେଲା ପଶ୍ଚିମ ନ୍ୟୁୟର୍କ

ନ୍ୟୁୟର୍କ,୨୦।୧୧: ଆମେରିକାର ପଶ୍ଚିମ ନ୍ୟୁୟର୍କରେ ପ୍ରବଳ ତୁଷାରପାତ ଜାରି ରହିଛି। ଫଳରେ ଅଞ୍ଚଳର କେତେକ ସ୍ଥାନରେ ୬ଫୁଟ୍‌ ବରଫ ପୋତି ହୋଇରହିଛି। ଏନେଇ ଅଞ୍ଚଳରେ ଯାନବାହାନ ଚଳାଚଳ ବନ୍ଦ ରହିଛି। ଏପରିକି ବିମାନ ଚଳାଚଳକୁ ମଧ୍ୟ ବାତିଲ କରି ଦିଆଯାଇଛି। ତୁଷାରପାତରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ଅଧିକାରୀ ଜଣଙ୍କ ପ୍ରକାଶ କରିଛନ୍ତି।

ତୁଷାରପାତରେ ପଶି ରହିଥିବା ୨୮୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ନ୍ୟୁୟର୍କ ଗଭର୍ନର କାଥି ହୋଚୁଲ୍‌ ସୂଚନା ଦେଇଛନ୍ତି। ତୁଷାରପାତ ସମୟରେ ଲୋକମାନଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଥିଲା। ଜାତୀୟ ପାଣିପାଗ ସେବା ବିଭାଗ ସୂଚନା ଅନୁଯାୟୀ, ଅର୍ଚାର୍ଡ ପାର୍କରେ ୭୭ ଇଞ୍ଚ ବରଫ ପଡ଼ିଥିବା ବେଳେ ଓ୍ବାଟରଟାଉନ ନିକଟ ନାଚୁରାଲ ବ୍ରିଜ୍‌ ଅଞ୍ଚଳରେ ୭୨.୩ ଇଞ୍ଚ ବରଫ ପଡ଼ିଥିବା କୁହାଯାଇଛି। ଅନ୍ୟପକ୍ଷେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଲିବାନଙ୍କ ମଧ୍ୟରେ ଫାଟ!

କାବୁଲ,୭।୯: ଆଫଗାନିସ୍ତାନରେ ସରକାର ଗଠନ ପାଇଁ ତାଲିବାନ ମଧ୍ୟରେ ଆଭ୍ୟନ୍ତରୀଣ କନ୍ଦଳ ସାମ୍ନାକୁ ଆସୁଛି। କନ୍ଦଳ ମଧ୍ୟରେ ତିନୋଟି ମୁଖ୍ୟ ନାମ ରହିଛି। ମୁଲ୍ଲା ଅବଦୁଲ...

ଏନ୍‌ଆର୍‌ସି ଭୟ: ବାଂଲାଦେଶ ସୀମାରେ ୩ ସପ୍ତାହରେ ୩ ଶହରୁ ଅଧିକ ଅବୈଧ ପ୍ରବାସୀ ଅଟକ

ଢ଼ାକା,୨୪।୧୧: ଭାରତ ସରକାରଙ୍କ ପକ୍ଷରୁ ସାରା ଦେଶରେ ଏନ୍‌ଆର୍‌ସି ଲାଗୁ କରାଯିବା ନେଇ ଘୋଷଣା ହେବା ପରେ ଭାରତରେ ଅବୈଧ ଭାବେ ରହିଥିବା ୩ ଶହରୁ...

କେରଳ-କର୍ନାଟକରେ ଲୁଚି ବସିଛନ୍ତି ଆଇଏସ୍‌ ଆତଙ୍କବାଦୀ: ଜାତିସଂଘ

ଜେନେଭା/ନୂଆଦିଲ୍ଲୀ, ୨୫।୭: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରାଯାଉଛି। ଏନେଇ ଆଇଏସ୍‌ ଆତଙ୍କବାଦୀ କେରଳ ଏବଂ କର୍ନାଟକରେ ଲୁଚି ବସିଛନ୍ତି। ଏସମ୍ପର୍କରେ...

ଯଥେଷ୍ଟ ସାହାଯ୍ୟ କରୁନି ଆମେରିକା

କିଭ୍‌, ୨୮ା୩: ରୁଷିଆ ସହ ଲଢ଼େଇରେ ଆମେରିକା ଯଥେଷ୍ଟ ସହାୟତା ଦେଉନାହିଁ ବୋଲି କହିଛନ୍ତି ୟୁକ୍ରେନ୍‌ ଏମ୍‌ପି ଇନା ସୋଭସୁନ। ଏକ ଟୁଇଟ୍‌ରେ ଇନା ଲେଖିଛନ୍ତି,...

୯୮ ବର୍ଷ ଇତିହାସରେ ପ୍ରଥମ: ଡିଜ୍‌ନୀର ଅଧ୍ୟକ୍ଷ ହେବେ ଜଣେ ମହିଳା

କାର୍ଲିଫର୍ନିଆ,୩।୧୨: ମନୋରଞ୍ଜନ ଜଗତର ପ୍ରମୁଖ କମ୍ପାନୀ ୱାଲ୍ଟ ଡିଜନି ୯୮ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛି। ୬୭...

ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ...

ଆଫଗାନିସ୍ତାନରେ ବୋମା ବିସ୍ଫୋରଣ: ୩୪ ମୃତ

କାବୁଲ,୩୧।୭: ଆଫଗାନିସ୍ତାନରେ ବୋମା ବିସ୍ଫୋରଣରେ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ହେରାତ୍‌-କନ୍ଧାହର ଜାତୀୟ ରାଜପଥ ନିକଟରେ ଏହି ବିସ୍ଫୋରଣ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ...

ନିରାଡ଼ମ୍ବର ହେବ ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ

ଓ୍ବାଶିଂଟନ, ୬।୧୨(ପି.ଟି.): ଜାନୁୟାରୀ ୨୦ରେ ଆମେରିକାର ନୂଆ ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍‌ ଶପଥ ନେବାକୁ ଥିବାବେଳେ ଏହି ଉତ୍ସବକୁ ଆଡ଼ମ୍ବରପୂର୍ଣ୍ଣ ନ କରିବାକୁ ସେ...

Advertisement
Archives

Model This Week