Posted inଜାତୀୟ

ଐତିହାସିକ ରେକର୍ଡ, ଏପ୍ରିଲ୍‌ରେ କାଶୀ ବିଶ୍ୱନାଥ ମନ୍ଦିରକୁ ମିଳିଛି ୫.୪୫ କୋଟି ଦାନ…

ବାରାଣସୀ, ୮।୫ : ଶ୍ରୀ କାଶୀ ବିଶ୍ୱନାଥ ଧାମ ନିର୍ମାଣ ହେବା ପରଠାର ଏକ ମାସ ମଧ୍ୟରେ ସର୍ବାଧିକ ଦାନ ପାଇଁ ଏକ  ଐତିହାସିକ ରେକର୍ଡ ହୋଇଛି। ପ୍ରକାଶିତ ତଥ୍ୟ ଅନୁଯାୟୀ, ଏପ୍ରିଲ ମାସରେ ମନ୍ଦିରକୁ ୫.୪୫ କୋଟି ଟଙ୍କାର ଦାନ ଆସିଛି। ମାନସିକ ପୂରଣ ହେବାପରେ ଶ୍ରଦ୍ଧାଳୁଙ୍କ ଦ୍ୱାରା ଦାନ ଦେବା ପରମ୍ପରା ପ୍ରାଚୀନ କାଳରୁ ଚଳି ଆସୁଛିି।

ଡିଭିଜନାଲ କମିଶନର ଦୀପକ ଅଗ୍ରୱାଲ ସୂଚନା ପ୍ରଦାନ କରିଛନ୍ତି ଯେ ମନ୍ଦିର ଇତିହାସରେ ଏପ୍ରିଲରେ ଗୋଟିଏ ମାସରେ ସର୍ବାଧିକ ଦାନ ଆସିଛି। ଏହାପୂର୍ବରୁ ଦକ୍ଷିଣ ଭାରତର ଭକ୍ତମାନେ ୧୨୦ କିଲୋଗ୍ରାମ ସୁନା ଦାନ କରଥିଲେ।

ମନ୍ଦିର ପ୍ରଶାସନ ତରଫରୁ ଅନଲାଇନ ଦାନ ବ୍ୟତୀତ ମନ୍ଦିର ପରିସରରେ କାର୍ଯ୍ୟାଳୟରେ ଦାନ କରିବାର ବ୍ୟବସ୍ଥା ମଧ୍ୟ ଅଛି । ଏଥି ସହିତ, ଦାନ କରିଥିବା ବ୍ୟକ୍ତିଙ୍କୁ ଅନଲାଇନ ଏବଂ ଅଫଲାଇନରେ ରସିଦ ପ୍ରଦାନ କରିବାର ବ୍ୟବସ୍ଥା ମଧ୍ୟ ମନ୍ଦିରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri