Posted inଖେଳ

ଓ୍ବାଙ୍ଖଡେରେ ଲେଖାହେଲା ଇତିହାସ

ମୁମ୍ବାଇ,୨।୧୧: ଓଡିଆଇ ବିଶ୍ୱକପ ୨୦୨୩ରେ ସପ୍ତମ ମ୍ୟାଚରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରିଛି। ରୋହିତଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ ୱାଙ୍ଖଡେ ଗ୍ରାଉଣ୍ଡରେ ୩୦୨ରନ ବ୍ୟବଧାନରେ ୧୯୯୬ ଓଡିଆଇ ବିଶ୍ୱକପ ବିଜେତା ଶ୍ରୀଲଙ୍କାକୁ ପରାସ୍ତ କରିଛି। ଓଡିଆଇ ବିଶ୍ୱକପର ୪୮ବର୍ଷର ଇତିହାସରେ ରନ ଦୃଷ୍ଟିରୁ ଏହା ଦ୍ୱିତୀୟ ବୃହତ୍ତମ ପରାଜୟ। ଏହା ବ୍ୟତୀତ ମହମ୍ମଦ ଶାମି ମ୍ୟାଚରେ ୫ ୱିକେଟ ନେଇ ଭାରତ ପାଇଁ ଟୁର୍ନାମେଣ୍ଟରେ ସର୍ବାଧିକ ୱିକେଟ ନେଇଥିଲେ। ଏହା ବ୍ୟତୀତ ଅନେକ ରେକର୍ଡ ମଧ୍ୟ ଭାଙ୍ଗିଛି ଏହି ଓ୍ବାଙ୍ଖଡେ ଷ୍ଟାଡିୟମରେ।
ଭାରତ ବିପକ୍ଷରେ ଓଡିଆଇରେ ସର୍ବନିମ୍ନ
୫୦ ରନ ଶ୍ରୀଲଙ୍କା, କଲମ୍ବୋ ଆରପିଏସ, ୨୦୨୩
୫୫ ରନ ଶ୍ରୀଲଙ୍କା, ମୁମ୍ବାଇ, ୱାଙ୍ଖଡେ ୨୦୨୩ * (ଗୁରୁବାର ୨ ଚଭେମ୍ବର ୨୦୨୩)
୫୮ ରନ ବାଂଲାଦେଶ, ମିରପୁର, ୨୦୧୪
୬୫ ରନ ଜିମ୍ବାୱେ, ହରାରେ, ୨୦୦୫
୭୩ ରନ ଶ୍ରୀଲଙ୍କା, ତ୍ରିଭେନ୍ଦ୍ରମ, ୨୦୨୩।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri