Posted inଖେଳ

ଇତିହାସ ରଚିଲେ କେନ ୱିଲିୟମସନ

ଅକଲାଣ୍ଡ,୨୮।୨: ନ୍ୟୁଜିଲାଣ୍ଡର କେନ ୱିଲିୟମସନ ରସ ଟେଲରଙ୍କୁ ପଛରେ ପକାଇ ଦେଇଛନ୍ତି। ସେ ନ୍ୟୁଜିଲାଣ୍ଡ ପାଇଁ ଟେଷ୍ଟରେ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ସୋମବାର ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଇନିଂସରେ ୱିଲିୟମସନ ୧୩୨ ସ୍କୋର କରିଥିଲେ। ୱିଲିୟମ୍ସନ ୨୯ ରନ ସ୍କୋର କରିବା ମାତ୍ରେ ଟେଷ୍ଟରେ ୭୬୮୩ ରନ ରେକର୍ଡ ଅତିକ୍ରମ କରିଥିଲେ। ଏହା ପରେ ସେ ନିଜ ଟେଷ୍ଟ କ୍ୟାରିୟରର ୨୬ତମ ଶତକ ମଧ୍ୟ ସ୍କୋର କରିଥିଲେ।
୩୨ ବର୍ଷୀୟ ୱିଲିୟମସନଙ୍କ ଇନିଂସ ଯୋଗୁ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସରେ ୪୮୨ ରନ ସ୍କୋର କରିଥିଲା ଏବଂ ଇଂଲଣ୍ଡ ସମ୍ମୁଖରେ ୨୫୮ ରନର ବିଜୟ ଲକ୍ଷ୍ୟ ସ୍ଥିର କରିଥିଲା। ଏହାର ଜବାବରେ ଚତୁର୍ଥ ଦିନର ଖେଳ ଶେଷ ହେବା ବେଳକୁ ଇଂଲଣ୍ଡ ଗୋଟିଏ ଉଇକେଟ ହରାଇ ୪୮ ରନ ସଂଗ୍ରହ କରିଛି।
ୱିଲିୟମସନ ୯୨ ଟେଷ୍ଟରେ ହାରାହାରି ୫୩.୩୪ରେ ୭୭୮୭ ରନ କରିଛନ୍ତି। ଏଥିରେ ସେ ୨୬ ଶତକ ଏବଂ ୩୩ ଅର୍ଦ୍ଧଶତକ ସାମିଲ ଅଛି। ଟେଲର ୧୧୨ ଟେଷ୍ଟରେ ୭୬୮୩ ରନ୍‌ କରିଛନ୍ତି।
ରେକର୍ଡ ହାସଲ ପରେ ୱିଲିୟମସନ କହିଛନ୍ତି, ଏହା ଏକ ରେକର୍ଡ ନୁହେଁ, ଯାହା ବିଷୟରେ ମୁଁ ଅଧିକ ଚିନ୍ତା କରିଥିଲି, କିନ୍ତୁ ଯଦି ସେହି ତାଲିକାରେ ଥିବା ବାକି ଖେଳାଳିଙ୍କ ନାମକୁ ଦେଖିଲେ ଏହା ଏକ ସମ୍ମାନର ବିଷୟ ବୋଲି ମୁଁ ଭାବୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri