Posted inଫୁରସତ

ଅଗଷ୍ଟ ୧୪ରେ ଦୁଇଭାଗ ହୋଇଥିଲା ଦେଶ; ଲୁହରେ ଭିଜିଥିଲା ଭାରତ ମା’ର ପଣତ

ଭାରତ ଇତିହାସରେ ଅଗଷ୍ଟ ୧୪ ତାରିଖକୁ ଲୁହରେ ଲେଖାଯାଇଛି। କାରଣ ଏହି ଦିନ ଦେଶ ବିଭାଜିତ ହୋଇଥିଲା। ୧୯୪୭ ଅଗଷ୍ଟ ୧୪ରେ ପାକିସ୍ତାନ ଏବଂ ୧୯୪୭ ଅଗଷ୍ଟ ୧୫ରେ ଭାରତ ଏକ ପୃଥକ ରାଷ୍ଟ୍ର ଘୋଷିତ ହୋଇଥିଲା। ଏହା କେବଳ ଦେଶର ବିଭାଜନ ଥିବା କହିବା ବାହୁଲ୍ୟ। କାରଣ ଏହା ବାସ୍ତବରେ ହୃଦୟ, ପରିବାର, ସମ୍ପର୍କ ଏବଂ ଭାବର ବିଭାଜନ ଥିଲା। ଭାରତମାତା ଛାତିରେ ଏହି ବିଭାଜନର କ୍ଷତ ଶତାବ୍ଦୀ ଧରି ରହିବ। ଦେଶ ତଥା ବିଶ୍ୱ ଇତିହାସରେ ଅଗଷ୍ଟ ୧୪ ତାରିଖରେ ହୋଇଥିବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମଗୁଡିକ କିଛି ଏଭଳି:

୧୮୬୨: ବମ୍ବେ ହାଇକୋର୍ଟର ପ୍ରତିଷ୍ଠା
୧୮୮୮: ଇଂଲଣ୍ଡର ଫୋକେଷ୍ଟୋନରେ ପ୍ରଥମ ସୁନ୍ଦରୀ ପ୍ରତିଯୋଗିତାର ଆୟୋଜନ
୧୯୧୭: ଜର୍ମାନୀ ଏବଂ ଅଷ୍ଟ୍ରିଆ ବିରୁଦ୍ଧରେ ଚାଇନା ଯୁଦ୍ଧ ଘୋଷଣା କରିଥିଲା
୧୯୨୪: ପ୍ରସିଦ୍ଧ ଲେଖକ ତଥା ସାମ୍ବାଦିକ କୁଲଦୀପ ନାୟାରଙ୍କ ଜନ୍ମ
୧୯୩୮: ଟେଲିଭିଜନରେ ବିବିସିର ପ୍ରଥମ ଫିଚର ଫିଲ୍ମ (ଷ୍ଟୁଡେଣ୍ଟ ଅଫ ପ୍ରାଗ) ପ୍ରସାରିତ ହୋଇଥିଲା
୧୯୪୭: ଭାରତ ବିଭାଜିତ ହେଲା ଏବଂ ପାକିସ୍ତାନ ଏକ ଅଲଗା ରାଷ୍ଟ୍ର ହେଇଥିଲା
୧୯୬୮: ମୋରାରଜୀ ଦେଶାଇଙ୍କୁ ପାକିସ୍ତାନର ସର୍ବୋଚ୍ଚ ନାଗରିକ ସମ୍ମାନ ନିଶାନ-ଇ-ପାକିସ୍ତାନ ପ୍ରଦାନ କରାଯାଇଥିଲା
୧୯୭୧: ୧୧୦ ବର୍ଷ ପରେ ବାହାରେନ୍‌ ବ୍ରିଟିଶ ଶାସନରୁ ସ୍ବାଧୀନତା ଲାଭ କରିଥିଲା
୨୦୦୩: ପୂର୍ବ ଆମେରିକା ଏବଂ କାନାଡାରେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ ଯୋଗାଣ ବନ୍ଦ ହୋଇଗଲା। ଏହାର ପ୍ରଭାବ ନ୍ୟୁୟର୍କ ଏବଂ ଓଟୋବା ଭଳି ବଡ଼ ସହର ଉପରେ ପଡ଼ିଥିଲା
୨୦୦୬: ମିଳିତ ଜାତିସଂଘର ଉଦ୍ୟମରେ ଇସ୍ରାଏଲ ଏବଂ ଦକ୍ଷିଣ ଲେବନାନରେ ପାଞ୍ଚ ସପ୍ତାହ ଧରି ଜାରି ରହିଥିବା ବିବାଦ ସମାପ୍ତ ହେଲା
୨୦୦୬: ଇରାକର କାହଟାନିଆରେ ବୋମା ବିସ୍ଫୋରଣରେ ୪୦୦ ଲୋକ ପ୍ରାଣ ହରାଇଲେ
୨୦୧୩: ମିସ୍ରରେ ପୋଲିସ ଏବଂ ବିକ୍ଷୋଭକାରୀଙ୍କ ମଧ୍ୟରେ ହିଂସାତ୍ମକ ସଂଘର୍ଷରେ ୬୩୮ ଜଣ ଲୋକ ପ୍ରାଣ ହରାଇଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri