Posted inଜାତୀୟ

ସାର୍ବଜନୀନ ହେବ ଯୁଦ୍ଧ ଇତିହାସ

ନୂଆଦିଲ୍ଲୀ, ୧୩।୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଯୁଦ୍ଧ ଇତିହାସର ସଂଗ୍ରହ, ଗୁପ୍ତ ସୂଚୀରୁ ହଟାଇବା ଓ ସଂକଳନ ନୀତିକୁ ଅନୁମୋଦନ କରିଛନ୍ତି। ଫଳରେ ଦେଶର ଯୁଦ୍ଧ ଇତିହାସ ସମ୍ପର୍କରେ ଜନସାଧାରଣ ଠିକ୍‌ ତଥ୍ୟ ପାଇବା ସହ ଶୈକ୍ଷିକ ଗବେଷଣା ପାଇଁ ପ୍ରାମାଣିକ ତଥ୍ୟ ମିଳିପାରିବ ଏବଂ ଭିତ୍ତିହୀନ ଗୁଜବକୁ ମୁକାବିଲା କରାଯାଇପାରିବ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ନିଷ୍ପତ୍ତି ଅନୁଯାୟୀ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ସ୍ଥଳସେନା, ବାୟୁସେନା, ନୌସେନା, ଆସାମ ରାଇଫଲ୍ସ, ଭାରତୀୟ ତଟରକ୍ଷା ବାହିନୀ ଏବଂ ଇଣ୍ଟିଗ୍ରେଟେଡ୍‌ ଡିେଓନ୍ସ ଷ୍ଟାଫ୍‌ ଯୁଦ୍ଧ ଡାଇରି, ଅଭିଯାନ ସମ୍ପର୍କିତ ସମସ୍ତ ରେକର୍ଡ ମନ୍ତ୍ରଣାଳୟର ଇତିହାସ ବିଭାଗକୁ ହସ୍ତାନ୍ତର କରିବେ। ଉକ୍ତ ବିଭାଗ ଏହାର ସଂରକ୍ଷଣ କରିବା ସହ ଇତିହାସ ଲେଖିବ।


Enter your email to get our daily news in your inbox.

All Right Reserved By Dharitri.Com

କଦଳୀ ଚାଷ କରି ଏକ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ରୋଜଗାର କରୁଛନ୍ତି ମାନସିକ ଅସୁସ୍ଥ ବ୍ୟକ୍ତି

ନାଗପୁର,୧୧।୭: ମହାରାଷ୍ଟ୍ର ନାଗପୁରରେ ଥିବା ରିଜିଓନାଲ ମେଣ୍ଟାଲ ହସ୍ପିଟାଲରେ ଥିବା ମାନସିକ ଅସୁସ୍ଥ ରୋଗୀମାନେ କଦଳୀ ଚାଷ କରି ପ୍ରାୟ ୧ ଲକ୍ଷ ୩୪ ହଜାର...

କେଜରିଓ୍ବାଲଙ୍କ ଅଭିଯୋଗର ଉତ୍ତର ରଖିଲେ ପାଶଓ୍ବାନ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀର ପାନୀୟ ଜଳ ବିଶୁଦ୍ଧ ନୁହେଁ। ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ରାମ ବିଳାଶ ପାଶଓ୍ବାନ ନିକଟରେ ଏକ ରିପୋର୍ଟ ପ୍ରଦାନ କହିଥିଲେ। ଯେଉଁଥିରେ ବିଶ୍ୱରେ...

ଦିଲ୍ଲୀରେ ଆମ୍‌ ଆଦମୀ ପାର୍ଟି ମୂଳପୋଛ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଦିଲ୍ଲୀର ୭ ଆସନ ମଧ୍ୟରୁ ଭାଜପା ୫ଟିରେ ଆଗୁଆ ରହିଥିବାବେଳେ କଂଗ୍ରେସ ୨ଟିରେ ଆଗୁଆ ରହିଛି। ତେବେ ଏଠାରେ ଆମ୍‌...

ଜୟପୁରରେ ଫିଲ୍ମ ‘ପାନିପତ’କୁ ବିରୋଧ

ଜୟପୁର,୯।୧୨: ବଡ଼ ପରଦାରେ ଫିଲ୍ମ ‘ପାନିପତ’ ରିଲିଜ୍‌ ହୋଇଛି। ରିଲିଜ୍‌ ପରେ ବି ଏହାକୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଉଛି। ରାଜସ୍ଥାନର ଜୟପୁର ଓ ଉତ୍ତରପ୍ରଦେଶର...

ଆଖିବୁଜିଲେ ମହିଳା ତହସିଲଦାରଙ୍କ ଡ୍ରାଇଭର

ହାଇଦ୍ରାବାଦ, ୬ା୧୧(ପି.ଟି.): ମହିଳା ତହସିଲଦାର ବିଜୟା ରେଡ୍ଡୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ପୋଡ଼ିମାରିବା ଘଟଣାର ଦିନକ ପରେ ତାଙ୍କ ଡ୍ରାଇଭର ଗୁରୁନାଥମ୍‌ ପ୍ରାଣ ହରାଇଛନ୍ତି। ବିଜୟାଙ୍କୁ ବଞ୍ଚାଇବା...

ସୁପ୍ରିମ୍‌କୋର୍ଟର ୪ ବିଚାରପତି ନେଲେ ଶପଥ: ଆସନ୍ତା ମାସଠାରୁ ଜଣିକିଆ ଖଣ୍ଡପୀଠରେ ବିଚାର ହେବା ସମ୍ଭାବନା

ନୂଆଦିଲ୍ଲୀ, ୨୩।୯: ସୁପ୍ରିମ୍‌କୋର୍ଟର ୪ ନୂଆ ବିଚାରପତି ସୋମବାର ଶପଥ ନେଇଛନ୍ତି। ଏହାଦ୍ୱାରା ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ବିଚାରପତି ହିମାଚଳପ୍ରଦେଶ...

ମଣିପୁର ବିଧାନସଭା ଲାଗି ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ, ୯୨ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା

ଇମ୍ଫାଲ,୫ ।୩: ମଣିପୁର ବିଧାନସଭା ଲାଗି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ ଶନିବାର ସକାଳୁ ଆରମ୍ଭ ହୋଇଛି । ଏଥର ୬ ଜିଲାର ୨୨ଟି...

ମାସ ଆରମ୍ଭରୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧।୫: ମାସ ଆରମ୍ଭରୁ ବଢିଲା କମର୍ସିଆଲ ଏଲ୍‌ପିଜି ସିଲିଣ୍ଡର ଦର। ପ୍ରତି ସିଲିଣ୍ଡର ପିଛା ୧୦୪ ଟଙ୍କା ଟଙ୍କା ବୃଦ୍ଧି ପାଇଛି। ତେବେ ଘରୋଇ ସିଲିଣ୍ଡର...

Advertisement
Archives

Model This Week