Posted inଜାତୀୟ

ଗରିବଙ୍କ ଭାତହାଣ୍ଡିକୁ ମାଡ, ଆଜାଦପୁର ମଣ୍ଡିରେ ଚାଷୀଙ୍କୁ ଭେଟି କଥାହେଲେ ରାହୁଲ

ନୂଆଦିଲ୍ଲୀ,୮।୮: ମହଙ୍ଗା ମାଡରେ ହନ୍ତସନ୍ତ ହେଉଛନ୍ତି ଲୋକ। କେତେବେଳେ ଟମାଟୋ ମହଙ୍ଗା ହେଉଛି ତ କେତେବେଳେ ଲେମ୍ବୁ। ମଝିରେ ମଝିରେ ପିଆଜ ମଧ୍ୟ ଗରିବର ଭାତଥାଳିକୁ ମାଡ ମାରୁଛି। ବିନା ପରିବାରେ ଭାତକୁ ଲୁଣ ଲଗେଇ ଖାଉଛନ୍ତି। ଏପଟେ ସିଲିଣ୍ଡର ଦାମ୍‌ ମଧ୍ୟ ହୁ ହୁ ହୋଇ ବଢୁଛି। ଟମାଟୋ ଦାମ୍‌ ଏବେ ପେଟ୍ରୋଲ ଡିଜେଲ ଠୁ ମହଙ୍ଗା। ଅନ୍ୟ ପରିବା କଥା ନ କହିଲେ ଭଲ। ଟମାଟୋ ଏତେ ମହଙ୍ଗା ଯେ, ଗରିବ ଲୋକ ଟମାଟୋ ନ କିଣିପାରି କଞ୍ଚା ଆମ୍ବକୁ ଛେଚି ସ୍ବାଦ ପାଇ ପନିପରିବାରେ ରାନ୍ଧୁଛନ୍ତି। ସେଥିରେ ଦୁଇମୁଠା ଭାତ ଖାଇ ହେଉଛି। ସବୁ ଅତ୍ୟାବଶକୀୟ ଦାମ୍‌ ଏପରି ବଢୁଛି ଯେ ପିଲାଙ୍କୁ ଘରୋଇ ବିଦ୍ୟାଳୟକୁ ପଠାଇବା କାଠିକର ପାଠ ହୋଇପଡୁଛି। ତେବେ ଏହିପରି ଦୁଃଖ ବଖାଣିଛନ୍ତି ଆଜାଦପୁର ମଣ୍ଡିକୁ ଆସୁଥିବା ଚାଷୀମାନେ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ସେ ଆଜାଦପୁର ମଣ୍ଡିକୁ ଆସୁଥିବା ଗରିବ ଚାଷୀ ଏବଂ ବ୍ୟବସାୟୀମାନଙ୍କୁ ଭେଟିଛନ୍ତି। ସେମାନଙ୍କୁ ଭେଟି ତାଙ୍କ ପରିସ୍ଥିତି ବିଷୟରେ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ଖବର: ଏମାନଙ୍କୁ ଏପ୍ରିଲରେ ମିଳିବ ୩ ମାସର…

ନୂଆଦିଲ୍ଲୀ,୨୧।୩: ଦେଶରେ ଲକ୍ଷ ଲକ୍ଷ ରାଶନ କାର୍ଡଧାରୀ ଅଛନ୍ତି। ଯେଉଁମାନେ ପ୍ରତି ମାସରେ ରାଶନ କାର୍ଡ ମାଧ୍ୟମରେ ରାଶନ ପାଆନ୍ତି। କିନ୍ତୁ ଏହି ଏପ୍ରିଲ ମାସରେ ରାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri