Posted inଜାତୀୟ

ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରକୁ ଜୋତା ମାଡ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ସମାଜବାଦୀ ପାର୍ଟିର ଜାତୀୟ ସାଧାରଣ ସମ୍ପାଦକ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରେ ଜୋତା ମାଡ ହୋଇଛି। ଏକ କାର୍ଯ୍ୟକ୍ରମରେ ଏହି ଘଟଣା ଘଟିଛି। ଯୁବକ ଜଣକ ଜଣେ ଓକିଲଙ୍କ ନାମରେ ଆସିଥିଲେ। ଯୁବକମାନେ ସ୍ବାମୀ ପ୍ରସାଦଙ୍କ ଉପରେ ଏକ ଜୋତା ଫିଙ୍ଗିଥିଲେ। ଏହି ଆକ୍ରମଣରେ ସ୍ବାମୀ ପ୍ରସାଦ ଅଳ୍ପକେ ରକ୍ଷା ପାଇଥିଲେ। ଜୋତା ତାଙ୍କ ଶରୀରରେ ବାଜି ନ ଥିଲା। ଏହା ପରେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବ୍ୟକ୍ତି ଏବଂ ସ୍ବାମୀ ପ୍ରସାଦଙ୍କ ସମର୍ଥକମାନେ ଅଭିଯୁକ୍ତ ଯୁବକଙ୍କୁ ଧରିଥିଲେ। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଥିଲା। ପୋଲିସ ତାଙ୍କୁ ପଚରାଉଚରା ଆରମ୍ଭ କରିଥିଲା। ଅଭିଯୁକ୍ତଙ୍କ ନାମ ଆକାଶ ସଇନି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’

ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର…

ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ

ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri