ହିଟଲର-ଟ୍ରମ୍ପ୍‌ ବାବା: ପହଞ୍ଚିଲେ ପ୍ରୟାଗରାଜ ମାଘମେଳାରେ

ପ୍ରୟାଗରାଜ, ୨୬।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମାଘମେଳାରେ ହିଟଲର ଏବଂ ଟ୍ରମ୍‌ ବାବା ପହଞ୍ଚିଛନ୍ତି। ସେମାନଙ୍କୁ ନେଇ ମେଳାରେ ଚର୍ଚ୍ଚା ଆରମ୍ଭ ହୋଇଛି। ମହନ୍ତ ମାଧବଦାସଙ୍କୁ ଗୁରୁଙ୍କଠାରୁ ହିଟଲର ନାମ ମିଳିଛି। ତାଙ୍କର ପ୍ରକୃତ ନାମ ଅଜୟ କୁମାର ତ୍ରିପାଠି ଥିଲା। ସ୍ବାମୀ ରଘୁବର ଦାସ ମହାରାଜଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ପିଲାଦିନୁ ଘରଛାଡ଼ି ଦେଇଥିଲେ। ସେହିପରି ମଧ୍ୟପ୍ରଦେଶ ରଓ୍ବୋର ସାକେତ ଆଶ୍ରମରେ ୩୫ ବର୍ଷ ବୟସ୍କ କାଞ୍ଚନ ଶର୍ମା ଦୀକ୍ଷା ଗ୍ରହଣ ପରେ ଗୁରୁ ତାଙ୍କୁ ଟ୍ରମ୍ପ୍‌ ନାମରେ ନାମିତ କରାଯାଇଥିଲା। ଟ୍ରମ୍ପ୍‌ ଭଣ୍ଡାର ଘର ଦେଖାଶୁଣା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିଗ୍ରାମ ବିଧାୟକଙ୍କ ବାପା, ଭାଇଙ୍କୁ ମିଳିବ ଓ୍ବାଇ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୨।୫: ପଶ୍ଚିମବଙ୍ଗର ସମସ୍ତ ୭୭ ନୂତନ ନିର୍ବାଚିତ ଭାଜପା ବିଧାୟକଙ୍କୁ କେନ୍ଦ୍ରୀୟ ସୁରକ୍ଷା ଯୋଗାଇ ଦେବାର କିଛି ଦିନ ପରେ ନନ୍ଦିଗ୍ରାମ ବିଧାୟକ ଶୁଭେନ୍ଦୁ ଅଧିକାରୀଙ୍କ...

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ...

ସେଲ୍‌ଫି ନେବାବେଳେ ପ୍ରଶଂସକଙ୍କ ଫୋନ୍‌ ଛଡ଼ାଇନେଲେ ଏହି ସୁପରଷ୍ଟାର: କାରଣ ଜାଣିଲେ…

ନୂଆଦିଲ୍ଲୀ,୭।୪: ତାମିଲନାଡୁ ବିଧାନସଭା ନିର୍ବାଚନରେ ସୁପରଷ୍ଟାରମାନେ ସେମାନଙ୍କ ମତଦାନ ସାବ୍ୟସ୍ତ କରିଛନ୍ତି। ମଙ୍ଗଳବାର ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ, ବିଜୟ, ଅଜିତ କୁମାର, କମଲ ହାସନ, ଶ୍ରୁତି...

ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ ଅଧ୍ୟକ୍ଷ କରାଯାଉ: ମଣିଶଙ୍କର

ନୂଆଦିଲ୍ଲୀ, ୨୩।୬: କଂଗ୍ରେସ ଅଧ୍ୟକ୍ଷ ପଦରେ ରାହୁଲ ଗାନ୍ଧୀ ରହିବେ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଦଳର ବରିଷ୍ଠ ନେତା ମଣିଶଙ୍କର...

ସେପ୍ଟେମ୍ବର ୧ରୁ ଖୋଲିବନି ସ୍କୁଲ, ହାଇକୋର୍ଟ ଲଗାଇଲେ ରୋକ…

ହାଇଦ୍ରାବାଦ୍‌,୩୧।୮: ସେପ୍ଟେମ୍ବର ୧ରୁ ସ୍କୁଲ ଖୋଲିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ତେଲେଙ୍ଗାନା ହାଇକୋର୍ଟ ରୋକ ଲଗାଇଛନ୍ତି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ସରକାର ସ୍କୁଲ କଲେଜ...

ଯୋଗୀଙ୍କ ଶପଥ ଗ୍ରହଣ ପୂର୍ବରୁ ହେବ ପୂଜାର୍ଚ୍ଚନା, ଯୋଗ ଦେବେ ମୋଦି

ଲକ୍ଷ୍ନୌ,୨୫ ।୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଶପଥ ନେବାକୁ ଯାଉଛନ୍ତି । ସନ୍ଧ୍ୟା ୪ଟାରେ ଏହି ଶପଥ ଗ୍ରହଣ ଉତ୍ସବ...

ନୀତୀଶଙ୍କ ଶପଥ ଗ୍ରହଣ ସମାରୋହଠାରୁ ଦୂରେଇ ରହିବେ ତେଜସ୍ୱୀ!

ପାଟନା,୧୬ ।୧୧: ବିହାରରେ ନୂଆ ସରକାର ଗଠନ ହେବାକୁ ଯାଉଛି । ଏନ୍‌ଡିଏ ନୀତୀଶ କୁମାରଙ୍କୁ ନିଜର ପ୍ରତିନିଧି ମାନି ନେଇଥିବା ବେଳେ ସେ ସପ୍ତମଥର...

ଦିଲ୍ଲୀରେ ଏବେ ସ୍କୁଲ ଖୋଲିବ ନାହିଁ: ମନୀଷ ସିସୋଦିଆ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଏବେ ସ୍କୁଲ ଖୋଲାଯିବ ନାହିଁ ବୋଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ...

Advertisement
Archives

Model This Week