ହାଇଓ୍ବା-ଯାତ୍ରୀବାହୀ ବସ୍‌ ମୁହାଁମୁହିଁ: ୧୫ରୁ ଊର୍ଦ୍ଧ୍ୱ ଆହତ, ୫ ଗୁରୁତର

ବାରିପଦା ଅଫିସ,୩ା୨: ମୟୂରଭଞ୍ଜ ଜିଲା କରଞ୍ଜିଆ ସହରର ବାମନାଶାଳ ନିକଟସ୍ଥ ଗ୍ରୀଡ଼ ସବ୍‌ ଷ୍ଟେଶନ ସମ୍ମୁଖରେ ଶୁକ୍ରବାର ବାଲି ବୋଝେଇ ହାଇଓ୍ବା ସହ ‘କଲ୍ୟାଣୀ’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ଗୁରୁତର ହୋଇଥିବା ବେଳେ ୧୫ରୁ ଊଦ୍ଧର୍‌ବ ଆହତ ହୋଇଥିବା ଜଣାଯାଇଛି। ଘଟଣାସ୍ଥଳରେ ପୋଲିସ ଓ ସ୍ଥାନୀୟ ଲୋକେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି  ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

ସୂଚନାଯୋଗ୍ୟ, କଲ୍ୟାଣୀ ନାମକ ଘରୋଇ ବସ୍‌ଟି ଆଜି କରଞ୍ଜିଆ ବ୍ଲକ ହାତୀବାରିଠାରୁ କରଞ୍ଜିଆ ସହର ଅଭିମୁଖେ ଆସୁଥିବା ବେଳେ ଏକ ବାଲି ବୋଝେଇ ହାଇଓ୍ବା ଓଡି ୧୬ ଏ ୦୭୯୦କୁ ପଛପଟୁ ଧକ୍କା ଦେଇଥିଲା। ଖବର ପାଇ ୩ଟି ୧୦୮ ଆମ୍ବୁଲାନ୍ସ ସହିତ ପୋଲିସ ମଧ୍ୟ ନିଜ ଗାଡ଼ିରେ ସମସ୍ତ ଆହତଙ୍କୁ ଉଦ୍ଧାର କରି କରଞ୍ଜିଆ ମେଡିକାଲରେ ଭର୍ତ୍ତି କରିଛି। ଦୁର୍ଘଟଣାରେ ବହୁ ସଂଖ୍ୟକ ସ୍ଥାନୀୟ ମହିଳା ଥିବା ଜଣାଯାଇଛି। ଅନ୍ୟପଟେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri