ହାଇଓ୍ବା-ବାଇକ୍‌ ଧକ୍କା, ଚାଲିଗଲା ଦୁଇ ଜୀବନ

ହାଟଡିହୀ,୨ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନାଠାରୁ ମାତ୍ର ୫୦୦ମିଟର ଦୂରରେ ଏକ ଦୁର୍ଘଟଣା ଘଟି ୨ ଜଣଙ୍କ ଜୀବନ ଯାଇଛି। ତେବେ ସେମାନଙ୍କ ପରିଚୟ ମିଳି ପାରିନାହିଁ। ପୋଲିସ ଦୁର୍ଘଟଣା ସ୍ଥଳିରୁ ଦୁଇ ଆହତଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ମେଡିକାଲ ନେଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ସୂଚନା ଅନୁସାରେ ଏକ ପଲସର ବାଇକରେ ଦୁଇ ଜଣ ବ୍ୟକ୍ତି ଆନନ୍ଦପୁରରୁ ଭଦ୍ରକ ଅଭିମୁଖେ ଯାଉଥିଲେ। ବିପରୀତ ପଟୁ ଆସୁଥିବା ଏକ ହାଇଓ୍ବା ସହ ବିରଞ୍ଚିପୁର ଛକଠାରେ ଧକ୍କା ହୋଇଥିଲା। ଫଳରେ ଦୁଇ ବ୍ୟକ୍ତି ଘଟଣାସ୍ଥଳରେ ଆହତ ହୋଇ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିଲେ। ଖବର ପାଇ ନନ୍ଦିପଦା ପୋଲିସ ସେଠାରେ ପହଞ୍ଚି ଆହତଙ୍କୁ ମେଡିକାଲ ନେଇଥିଲା। ତେବେ ସେଠାରେ ଉଭୟଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

କେଉଁ ଦଳକୁ ଯିବେ ସୌମ୍ୟରଞ୍ଜନ, ଆସିଲା ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୮।୪: ପୂର୍ବତନ ଖଣ୍ଡପଡା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯେଉଁଥିରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri