ହାଇଓ୍ବା-କାର୍‌ ମୁହାଁମୁହିଁ: ଚାଲିଗଲା ୪ ଜଣଙ୍କ ଜୀବନ

କେନ୍ଦୁଝର,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବଡପଶି ଗ୍ରାମ ନିକଟରେ ଏକ ହାଇଓ୍ବା ଟ୍ରକ୍‌ ଓ କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କାର୍‌ରେ ବସିଥିବା ଦୁଇ ଭାଇ ସମେତ ୪ ଜଣଙ୍କର ମୃତ୍ୟୁ ଘଟିଛି। କାର ଓ ହାଇଓ୍ବା ଚାଳକ ଅଳ୍ପକେ ମୃତ୍ୟୁ ମୁଖରୁ ବଞ୍ଚିଯାଇଥିବା ବେଳେ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କ ଘର ଘଟଗାଁ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ମୃତକମାନେ ହେଲେ ପିପିଳିଆ ଗ୍ରାମର ନରୋତମ ସିଂ (୬୫) ଓ ତାଙ୍କ ଭାଇ ହୃଷିକେଶ ସିଂ (୫୮)। ଅନ୍ୟ ଦୁଇ ଜଣ ଚିତ୍ତରଞ୍ଜନ ନାଏକ (୫୦) ଏବଂ ପାଖ ସରାଶପଶି ଗ୍ରାମର ପ୍ରକାଶ ନାଏକ (୪୫)। ସେହିପରି କାର୍‌ ଚାଳକ ବୃନ୍ଦାବନପୁରର ତପନ କୁମାର ନାଏକ ଆହତ ହୋଇ ଚିକିତ୍ସିତ ଥିବା ବେଳେ ହାଇଓ୍ବା ଚାଳକ୍‌ଙ୍କ ପରିଚୟ ମିଳିନାହିଁ।
ସୂଚନାଯୋଗ୍ୟ, କାର୍‌ରେ ଡ୍ରାଇଭର ସମେତ ୫ଜଣ ଅପରାହ୍ନରେ କେନ୍ଦୁଝରକୁ ମେଳା ଦେଖିବାକୁ ଆସୁଥିଲେ। ଏହି ସମୟରେ କେନ୍ଦୁଝର ଆଡୁକ୍ଷୀପ୍ର ଗତିରେ ଆସୁଥିବା ଏକ ହାଇଓ୍ବା ଟ୍ରକ୍‌ କର୍‌କୁ ଧକ୍କା ଦେଇଥିଲା।।ଦୁର୍ଘଟଣା ପରେ ଦୁଇଟି ଯାକ ଗାଡି ରାସ୍ତା ତଳକୁ ଖସି ପଡିଥିଲା।ତେବେ ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆହତମାନଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଜଣଙ୍କ ମୃତ୍ୟୁ ହୋଇଥିଲା।
ଅନ୍ୟପଟେ,ଘଟଣାସ୍ଥଳ ରାସ୍ତାର ମରାମତି କାମ ଏଆରଏସଏସ ସଂସ୍ଥା କରୁଥିବା ବେଳେ ନିର୍ଦ୍ଧାରିତ ସମୟରେ ନିର୍ମାଣ କାମ ସରୁନଥିବାରୁ ଏଭଳି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକ କହିଛନ୍ତି। ତେବେ ଏହାକୁ ନେଇ ଘଟଣାସ୍ଥଳରେ ଉତେଜନା ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri