Posted inଜାତୀୟ

ଅମିତ ଶାହା କହିଲେ ‘ଭାଜପା ୟୁନିଫର୍ମ ସିଭିଲ କୋର୍ଡ ଆଣିବାକୁ ପ୍ରତିବଦ୍ଧ, ହେଲେ…’

ନୂଆଦିଲ୍ଲୀ,୨୪ ।୧୧: ଗୁଜରାଟ ବିଧାନସଭା ନିର୍ବାଚନରେ ୟୁନିଫର୍ମ ସିଭିଲ କୋର୍ଡ ପ୍ରସଙ୍ଗ ଯୋରସୋରରେ ଉଠିଛି । ଏହାରି ଭିତରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ସମାନ ନାଗରିକ ସଂହିତା ଆଣିବାକୁ ପ୍ରତିବଦ୍ଧ, ହେଲେ ଆଲୋଚନା ଓ ଚର୍ଚ୍ଚା ପରେ । ସେ କହିଛନ୍ତି ଜନସଂଘ ଦିନରୁ ହିଁ ଜନତାଙ୍କୁ ଭାଜପା ଏହି କଥା ଦେଇଛି ।
ସ୍ୱରାଷ୍ଟ୍ରମନ୍ତ୍ରି କହିଛନ୍ତି କେବଳ ଭାଜପା ନୁହେଁ, ସମ୍ବିଧାନ ସଭା ବି ସଂସଦ ଓ ରାଜ୍ୟକୁ ଉଚିତ ସମୟରେ ୟୁସିସି ଆଗତ ପାଇଁ ଉପଦେଶ ଦେଇଛି, କାରଣ ଯେ କୌଣସି ଧର୍ମ ନିରପେକ୍ଷ ଦେଶ ପାଇଁ ଆଇନ ଧର୍ମ ଆଧାରରେ ହେବା ଉଚିତ ନୁହେଁ । ଯଦି ଦେଶ ଓ ରାଜ୍ୟ ଧର୍ମନିରପେକ୍ଷ , ତେବେ ଆଇନ ଧର୍ମ ଉପରେ କେମିତି ଆଧାରି ହେବ । ପ୍ରତି ବ୍ୟକ୍ତି ପାଇଁ, ସଂସଦ ଅଥବା ରାଜ୍ୟ ବିଧାନସଭାରେ ଅନୁମୋଦିତ ଏକ ଆଇନ ହେବା ଦରକାର ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri