Posted inଜାତୀୟ

ମହାମାରୀ ରୂପ ନେବ HMPV ଭାଇରସ! ବଡ଼ ଭବିଷ୍ୟବାଣୀ କଲେ…

ନୂଆଦିଲ୍ଲୀ,୭।୧: HMPV ଭାଇରସକୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏହି ସମୟରେ, ଭାରତରେ ମଧ୍ୟ ୬ଟିି ମାମଲା ଚିହ୍ନଟ ହେବା ପରେ ଲୋକେ ଭୟଭୀତ ଅଛନ୍ତି। ଏହାପୂର୍ବରୁ, ୨୦୨୦ରୁ ୨୦୨୩ପର୍ଯ୍ୟନ୍ତ, କରୋନା ଭାଇରସ ଯୋଗୁଁ ଦେଶ ତଥା ବିଶ୍ୱରେ ଧନଜୀବନ କ୍ଷତି ହେବା ସହ ଅନେକ ଶାରୀରିକ ଏବଂ ଅର୍ଥନୈତିକ କ୍ଷତି ହୋଇଥିଲା। ତେବେ ଏହି ଏଚଏଭପିଭିକୁ ନେଇ କାଶୀର ଜଣେ ଜଣାଶୁଣା ଜ୍ୟୋତିଷ ବଡ଼ ଭବିୟେମାରୀ କରିଛନ୍ତି।

କାଶୀର ଜ୍ୟୋତିଷ ପଣ୍ଡିତ ସଞ୍ଜୟ ଉପାଧ୍ୟୟ କହିଛନ୍ତି ଯେ, ଏପ୍ରିଲ ୧୪ ୨୦୨୪ରୁ ଏପ୍ରିଲ ୨୦୨୫ କାଳକୁଟ ସମଭତ୍ସର ପର୍ଯ୍ୟନ୍ତ ଚାଲିବ। ତେଣୁ କାଳଗୁଟୁ ବିଷୟରେ ଶାସ୍ତ୍ରରେ ସ୍ପଷ୍ଟ ଭାବରେ ଲେଖାଯାଇଛି ଯେ ଏହି ସମୟରେ ଦେଶର ଲୋକମାନେ ଶାରୀରିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଏଭଳି ପରିସ୍ଥିତିରେ ଭାରତରେ ବୃଷ ରାଶି ଚଳନ କରିବ। ବର୍ତ୍ତମାନ ଭାରତର ଚନ୍ଦ୍ର ମହାଦାଶାରେ ଚାଲିଛି। ଉଭୟ ଚନ୍ଦ୍ର ଏବଂ ଶୁକ୍ର ତୃତୀୟ ସ୍ଥାନରେ ଅଛନ୍ତି।

ପଞ୍ଚାଙ୍ଗ ଅନୁଯାୟୀ, ମାର୍ଚ୍ଚ ୨୦୨୫ରୁ ମେ ୨୦୨୫ ମଧ୍ୟରେ ସମୟ କିଛି ଜଟିଳତା ଆସିପାରେ। ଏହି ଅବଧି ମଧ୍ୟରେ ଶନି ଏବଂ ବୃହସ୍ପତିର ରାଶି ଚିହ୍ନରେ ମଧ୍ୟ ପରିବର୍ତ୍ତନ ଆସିଛି । ୨୦୨୫ ବର୍ଷ ପାଇଁ ଗ୍ରହମାନଙ୍କର ଗତିବିଧିକୁ ଦେଖିଲେ କିଛି ସୂଚକ ଦିଆଯାଉଛି ଯେ ନୂତନ ବର୍ଷରେ ଅଶାନ୍ତ ଲାଗି ରହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri