ହୋର୍ଡିଂ ଭୁଶୁଡ଼ି ୨ ମୃତ୍ୟୁ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୨: ହୋର୍ଡିଂ ଭୁଶୁଡ଼ି ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରର ଆଇଗିଣିଆରେ ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଉଭୟ ମୃତକ ଟୁନା ଗୌଡ଼ ଏବଂ ସଚ୍ଚିଦାନନ୍ଦ ପ୍ରଧାନଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଦେବାକୁ ଘୋଷଣା କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ପ୍ରଦାନ କରାଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମର୍ଡର ଘଟଣା ଉପରୁ ପର୍ଦ୍ଦା ହଟାଇଲେ କୋରାପୁଟ ଏସ୍‌ପି, ପ୍ରେମିକକୁ ପାଇବା ପାଇଁ ହତ୍ୟା କରିଥିଲେ ଝିଅ

ବୋରିଗୁମ୍ମା,୨୫।୨(ବିଜୟ ନାରାୟଣ ସାହୁ): ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟାକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା…

୯ବର୍ଷ ମଧ୍ୟରେ ଦ୍ୱିତୀୟ ଥର ଇସ୍ରାଏଲରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ ନେତାନ୍ୟାହୁଙ୍କୁ ଆଲିଙ୍ଗନ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ତାଙ୍କ ବିମାନ ତେଲ ଅଭିଭର ବେନ୍ ଗୁରିଅନ୍ ବିମାନବନ୍ଦରରେ ଅବତରଣ କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ…

ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହ ଜବତ, ଏସ୍‌ପି କହିଲେ ପୂରା ଘଟଣା…

ଫୁଲବାଣୀ/ଦାରିଙ୍ଗବାଡ଼ି,୨୫ା୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ବଢ଼ିବ ଧାନକିଣା ଅବଧି, ଜାଣନ୍ତୁ କେତେଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୫ା୨: ଧାନକିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ଟୋକନ ସମୟ ସମାପ୍ତ ହୋଇଗଲେ ମଧ୍ୟ ଆଉ ୧୫ ଦିନ ପର୍ଯ୍ୟନ୍ତ…

ଗାଁ ଦାଣ୍ଡରେ ବସିଥିବାବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା କାର୍‌, ଆଉ ତା’ ପରେ…

ଧର୍ମଶାଳା,୨୫ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଗନ୍ଧଣ ପଞ୍ଚାୟତର ଦରକୁଣ୍ଡି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏକ କାର୍‌ ମାଡ଼ି ଯିବାରୁ…

ମିଳିନି ଟୋକନ, ବିକ୍ରି ହୋଇନି ଧାନ: ବିଦ୍ୟୁତ୍ ବିଲ୍ ବାବଦକୁ ଅଫିସରେ ଧାନ ଗଦା କଲେ ଚାଷୀ

ଭେଡେନ,୨୫।୨(ହୃଷିକେଶ ଖମାରୀ): ବରଗଡ଼ ଜିଲାରେ ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି । ଫଳରେ ପରିବାର ଗୁଜୁରାଣ ମେଣ୍ଟାଇବା ସେମାନଙ୍କ…

ବଳଦେବଜୀଉଙ୍କ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

କେନ୍ଦ୍ରାପଡ଼ା,୨୫ା୨: କେନ୍ଦ୍ରାପଡ଼ା ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ବିଗତ କିଛି ବର୍ଷ ଧରି ରଥର ୧୪ଟି…

ମଧ୍ୟାହ୍ନଭୋଜନ ରାନ୍ଧିଲେ ଗ୍ରାମବାସୀ 

ମୋରଡ଼ା,୨୫ା୨(ସ୍ମାରକ ମାଜୀ):  ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ସରାଶୋଳ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଦେଖାଦେଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri