ହଟାଗଲା ହୋର୍ଡିଂ

ଭଣ୍ଡାରିପୋଖରୀ, ୧।୨ (ଡି.ଏନ.ଏ.)
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗ୍ରାମାଞ୍ଚଳରେ ତିନି ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଆରମ୍ଭ ହୋଇଯାଇଛି। ସରକାରଙ୍କ ଯୋଜନା ସମ୍ପର୍କରେ ସୂଚନା ଦେଉଥିବା ଏବଂ ଦଳର ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ହୋର୍ଡିଂ ହଟାଇବା ପାଇଁ ନିର୍ବାଚନ କମିଶନ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଅନେକ ସରକାରୀ ସ୍ଥାନରେ ହୋର୍ଡିଂ ଲାଗି ରହିଥିବା ଦେଖିବାକୁ ମିଳିଥିଲା। ଏ ସମ୍ପର୍କରେ ସୋମବାର ଧରିତ୍ରୀରେ ‘ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ହଟାଯାଉନି ହୋର୍ଡିଂ’ ଖବର ପ୍ରକାଶ ପରେ ତହସିଲଦାର ସରୋଜକାନ୍ତ ନାୟକ ରହଣିଆ ପଞ୍ଚାୟତ କାର୍ଯ୍ୟାଳୟ ପାର୍ଶ୍ୱରେ ଲାଗିଥିବା ହୋର୍ଡିଂକୁ ହଟାଇଛନ୍ତି। ବିରୋଳି ଓ ଅନ୍ୟ ସ୍ଥାନଗୁଡ଼ିକରୁ ମଧ୍ୟ ହୋର୍ଡିଂ ହଟାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri