Posted inଖେଳ

ହକି ଇଣ୍ଡିଆ ଲିଗ୍‌ ନିଲାମୀରେ ହରମନପ୍ରୀତ ସବୁଠୁ ଦାମୀ ଖେଳାଳି

ମୁମ୍ବାଇ,୧୩।୧୦: ଦୀର୍ଘ ୭ ବର୍ଷର ବ୍ରେକ୍‌ ପରେ ଆରମ୍ଭ ହେବ ହକି ଇଣ୍ଡିଆ ଲିଗ୍‌। ରବିବାର ଏଥିପାଇଁ ନିଲାମୀ ହୋଇଥିବା ବେଳେ ଭାରତୀୟ ଦଳର ଅଧିନାୟକ ଅଛନ୍ତି ହରମନପ୍ରୀତ ସିଂ ବର୍ତ୍ତମାନ ପର୍ଯ୍ୟନ୍ତ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଖେଳାଳି ହୋଇଛନ୍ତି। ସୁରମା ହକି କ୍ଲବ (ପଞ୍ଜାବ ଫ୍ରାଞ୍ଚାଇଜି) ତାଙ୍କୁ ୭୮ ଲକ୍ଷ ଟଙ୍କାରେ କିଣିଛି।

ସେହିଭଳି ଭାରତୀୟ ଫରୱାର୍ଡ ଅଭିଷେକନକୁଦିତ୍ୱୀୟ ମହଙ୍ଗା ଖେଳାଳିଭାବେ ଶ୍ରାଚି ରଡ଼ ବେଙ୍ଗଲ ଟାଇଗର ୭୨ ଲକ୍ଷ ଟଙ୍କାରେ କିଣିଛି। ଉପଅଧିନାୟକ ହାର୍ଦ୍ଦିକ ସିଂଙ୍କୁ ୭୦ ଲକ୍ଷରେ କିଣିଛି ୟୁପି ରୁଦ୍ରସ୍‌। ୩୮ ଲକ୍ଷରେ ମିଡ୍‌ଫିଲ୍ଡର ସଞ୍ଜୟଙ୍କୁ କଳିଙ୍ଗ ଲାନସର୍ସ କିଣିଛି। ଓଡ଼ିଶାର ଅମିତ ରୋହିଦାସଙ୍କୁ ୪୮ ଲକ୍ଷ ଟଙ୍କାରେ ତାମିଲନାଡୁ ଡ୍ରାଗନ କିଣିଛି।

ସୂଚନା ଅନୁସାରେ ଏହି ନିଲାମୀ ପ୍ରକ୍ରିୟାରେ ୪୦୦ରୁ ଊର୍ଦ୍ଧ୍ୱ ପୁରୁଷ ଘରୋଇ ଏବଂ ୧୫୦ରୁ ଊର୍ଦ୍ଧ୍ୱ ବିଦେଶୀ ଖେଳାଳି ନିଲାମ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି। ସେହିପରି ୨୫୦ରୁ ଊର୍ଦ୍ଧ୍ୱ ମହିଳା ଘରୋଇ ଓ ୭୦ରୁ ଊର୍ଦ୍ଧ୍ୱ ବିଦେଶୀ ଖେଳାଳିଙ୍କୁ ନେଇ ନିଲାମ ପ୍ରକ୍ରିୟା ହେବ। ନାମ ପଞ୍ଜୀକୃତ କରିଥିବା ଖେଳାଳିଙ୍କୁ ୩ ବର୍ଗରେ ବିଭକ୍ତ କରାଯାଇ ୨ ଲକ୍ଷ, ୫ ଲକ୍ଷ ଓ ୧୦ ଲକ୍ଷ ଟଙ୍କାର ବେସ୍‌ ପ୍ରାଇସ ରଖାଯାଇଛି। ୬୦୦ରୁ ଊର୍ଦ୍ଧ୍ୱ ଖେଳାଳିଙ୍କ ବେସ୍‌ ପ୍ରାଇସ୍‌ ୬ ଲକ୍ଷ ରହିବ।

ସେହିପରି ୨୫୦ରୁ ଊର୍ଦ୍ଧ୍ୱ ଖେଳାଳିଙ୍କ ବେସ୍‌ ପ୍ରାଇସ ୫ ଲକ୍ଷ ଓ ଅନ୍ୟ ୨୫୦ରୁ ଊର୍ଦ୍ଧ୍ୱ ଖେଳାଳିଙ୍କ ବେସ୍‌ ପ୍ରାଇସ୍‌ ୧୦ ଲକ୍ଷ ରହିବ। ୧୩ ଓ ୧୪ ତାରିଖରେ ପୁରୁଷ ଖେଳାଳି ନିଲାମ ପ୍ରକ୍ରିୟା ହେଉଥିବା ବେଳେ ପ୍ରଥମଥର ପାଇଁ ହେବାକୁ ଯାଉଥିବା ମହିଳା ହକି ଲିଗ୍‌ ପାଇଁ ଖେଳାଳି ନିଲାମ ୧୫ ତାରିଖରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri