Posted inଖେଳ

‘ଓଡ଼ିଶାରେ ହକି ଆୟୋଜନ ପ୍ରଶଂସନୀୟ’

ରାଉରକେଲା ଅଫିସ,୧୬।୧: ଓଡ଼ିଶା ବିଶ୍ୱକପ୍‌ ହକିକୁ ଅତି ସୁନ୍ଦର ଭାବେ ଆୟୋଜନ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମକ୍ରମେ ଆଜି ବିଶ୍ୱସ୍ତରରେ ଓଡ଼ିଶା ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଏଥିପାଇଁ ମୁଁ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେଉଛି ବୋଲି ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପରିସରରେ ଥିବା ମିଡିଆ କନ୍‌ଫରେନ୍ସ ହଲ୍‌ରେ ରବିବାର ଏକ ଖବରଦାତା ସମ୍ମିଳନୀରେ ଏଫ୍‌ଆଇଏଚ୍‌ର ସଭାପତି ତାୟାବ ଇକ୍‌ରାମ କହିଛନ୍ତି। ତାୟାବ ଆହୁରି କହିଥିଲେ, ରାଜ୍ୟ ସରକାର ହକିକୁ ପ୍ରୋତ୍ସାହନ ଦେଉଛନ୍ତି। ଏହାଦ୍ୱାରା ରାଜ୍ୟର ଗ୍ରାମାଞ୍ଚଳରେ ବାସ କରୁଥିବା ହକି ଖେଳାଳିଙ୍କ ପାଇଁ ବହୁତ ଲାଭଦାୟକ ହେବ। ରାଉରକେଲାରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ବୃହତ୍ତମ ଷ୍ଟାଡିୟମ ହୋଇଥିବାବେଳେ ଏଠାରେ ୨୦ ହଜାର ଦର୍ଶକ ବସିବା ପାଇଁ ବ୍ୟବସ୍ଥା କରାଯାଇଛି। ଏହା ବିଶ୍ୱସ୍ତରୀୟ ଅତି ଉତ୍କୃଷ୍ଟ ଷ୍ଟାଡିୟମ। ଏଠାରେ ଖେଳାଳିମାନଙ୍କ ରହିବାଠାରୁ ଆରମ୍ଭ କରି ହକିର ସମସ୍ତ ଆନୁଷଙ୍ଗିକ ସୁବିଧା ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ଓ୍ବାର୍ଲଡ କପ ପାଇଁ ଭାରତୀୟ ଟିମ ଚୟନ କଲେ ହରଭଜନ, ମୟଙ୍କ ଯାଦବଙ୍କୁ ସାମିଲ କରି ସମସ୍ତଙ୍କୁ ଚମକାଇ ଦେଲେ

ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ମେଗା ଇଭେଣ୍ଟ ଜୁନ ୧ ରୁ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଆରମ୍ଭ...

ଦିଲ୍ଲୀ ବିପକ୍ଷ ମ୍ୟାଚରେ ପରାଜୟ ପାଇଁ ତିଳକ ବର୍ମା ଦାୟୀ ବୋଲି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଉଠାଇଲେ ବଡ଼ ପ୍ରଶ୍ନ

ଭୁବନେଶ୍ୱର, ୨୭।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ୧୭ ତମ ସିଜନ୍ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଦର୍ଶନ ଏତେ ଭଲ ନାହିଁ। ୨୮ ଏପ୍ରିଲରେ ଦିଲ୍ଲୀ...

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri