Posted inରାଜ୍ୟ

ହକି ଖେଳାଳି ନମିତା ଟୋପ୍ପୋ ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର,୮ା୧୧(ବ୍ୟୁରୋ)-ଅର୍ନ୍ତଜାତୀୟ ହକି ଖେଳାଳି ନମିତା ଟୋପ୍ପୋ ଚଳିତବର୍ଷ ପାଇବେ ସମ୍ମାନଜନକ ଏକଲବ୍ୟ ପୁରସ୍କାର। ତାଙ୍କୁ ୨୮ତମ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଜୁରୀ କମିଟି ବୈଠକ ସହମତିରେ ତାଙ୍କ ନାମ ଘୋଷଣା କରାଯାଇଛି। ପୁରସ୍କାର ବାବଦକୁ ତାଙ୍କୁ ୫ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ। ସେହିପରି ଭାର ତ୍ତୋଳନକାରୀ ସ୍ନେହା ଓ ବ୍ୟାଡମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ପାଇବେ ଉପବିଜେତା ପୁରସ୍କାର। ୧୯୯୩ରୁ ଇମ୍ପାକ୍ଟ ତରଫରୁ ଏହି ପୁରସ୍କାର ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ କରୋନା ସଂକ୍ରମଣରେ ପିକ୍‌ରେ ରହିଛି ଭୁବନେଶ୍ୱର, ସତର୍କ ରୁହନ୍ତୁ..

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜଧାନୀରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହୋଇପଡ଼ୁଛି। ତେବେ ଜୁଲାଇରେ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯାଇଥିଲା। ସର୍ଭେ ଅନୁସାରେ ବହୁତ ଅଳ୍ପ ଲୋକଙ୍କ...

ଶ୍ରମିକଙ୍କ ମଜୁରି ସିଧାସଳଖ ଆକାଉଣ୍ଟକୁ ଯିବ

ଭୁବନେଶ୍ୱର,୧୬।୯(ବ୍ୟୁରୋ):ସମସ୍ତ ବିଭାଗ ଦ୍ୱାରା ହେଉଥିବା କାର୍ଯ୍ୟରେ ଶ୍ରମିକମାନଙ୍କ ମଜୁରିକୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଶ୍ରମିକମାନଙ୍କୁ ସେମାନଙ୍କ ଦେୟ ଦେବାକୁ ଆଉ ମଧ୍ୟସ୍ଥ ରହିବେ...

ପୋଲିସ ଭ୍ୟାନରୁ ଡେଇଁ ଦୁର୍ଦ୍ଦାନ୍ତ ଚନ୍ଦନ ଫେରାର

ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ଡେପୁଟି କମିଶନର ଅଫ ପୋଲିସ (ଡିସିପି)ଙ୍କ କୋର୍ଟରେ ହାଜର ହୋଇ ଝାରପଡ଼ା ଜେଲ୍‌କୁ ଫେରୁଥିବାବେଳେ ପୋଲିସ ଭ୍ୟାନ୍‌ରୁ ଡେଇଁ ଫେରାର ହୋଇଯାଇଛନ୍ତି ଏକାଧିକ...

କରୋନା କଟକଣା କୋହଳ ସତ୍ତ୍ୱେ ପୁରୀ ନ ଯିବାକୁ ଡିଜିପିଙ୍କ ଅନୁରୋଧ

କଟକ ଅଫିସ,୨୪।୬: ବହୁ ବିବାଦ ପରେ ମଙ୍ଗଳବାର ଶାନ୍ତି ଶୃଙ୍ଖଳାର ସହ ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରଥଯାତ୍ରା...

ଘରୁ ଚୋରି କରି ସ୍ତ୍ରୀଙ୍କୁ ହତ୍ୟା କରିଥିଲେ ସ୍ବାମୀ

ରାୟଗଡ଼ା ଅଫିସ,୩୦ା୧: ରାୟଗଡ଼ା ଜିଲା କୁମ୍ବିକଟା ପଞ୍ଚାୟତ ହୁଲୁକାତୁଣ୍ଡା ଗ୍ରାମରେ ଗତ ୨୨ ତାରିଖରେ ମହିଳାଙ୍କୁ ଗଳାକାଟି ହତ୍ୟା ଏବଂ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି।...

ରାଜ୍ୟ ସ୍ତରୀୟ ସିପାକଟାକ୍ରୋ ପ୍ରତିଯୋଗିତା: ମୟୂରଭଞ୍ଜ ବାଳିକା ଟିମ୍‌ ରନର୍ସଅପ୍‌

ବାରିପଦା ଅଫିସ,୧୨ା୧- ରାଜ୍ୟ ବିଦ୍ୟାଳୟ ସ୍ତରୀୟ ୧୭ ବର୍ଷରୁ କମ ବାଳିକା ଓ ବାଳକ ବର୍ଗର ସିପାକଟାକ୍ରୋ ପ୍ରତିଯୋଗିତା ଗତ ୯ ଓ ୧୦ ତାରିଖ...

ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର

ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ...

ଋଣ ପରିଶୋଧ ନ କଲେ ବାଜ୍ୟାପ୍ତ ହେବ ବନ୍ଧକ ସମ୍ପତ୍ତି

ଭୁବନେଶ୍ୱର ୯।୯(ବ୍ୟୁରୋ): କରୋନା ମହାମାରୀ ଯୋଗୁ ରାଜ୍ୟ ଅର୍ଥନୀତି ମାନ୍ଦାବସ୍ଥା ଦେଇ ଗତି କରୁଛି। ରାଜ୍ୟ ସରକାର ବିଭିନ୍ନ ବକେୟା, ଋଣ ଓ ଟିକସ ଆଦାୟ...

Advertisement

BGU

Archives

Model This Week

Why Dharitri