Posted inଖେଳ

ବିବାହ ବନ୍ଧନରେ ଭାରତୀୟ ହକି ଟିମ୍‌ର ଅଧିନାୟକ

ନୂଆଦିଲ୍ଲୀ,୧୭।୧୨: ଆସନ୍ତା ବର୍ଷ ହେବାକୁ ଥିବା ଟୋକିଓ ଅଲମ୍ପିକ୍ସ ପାଇଁ ପ୍ରସ୍ତୁତି କରୁଥିବା ଭାରତୀୟ ହକି ଟିମ୍‌ର ଅଧିନାୟକ ମନପ୍ରିତ ସିଂହ ବିବାହ କରିଛନ୍ତି। ସେ ଜଲନ୍ଧରର ଏକ ଗୁରୁଦ୍ୱାରରେ ବୁଧବାର ପ୍ରେମିକା ଇଲି ସିଦ୍ଧକିଙ୍କ ହାତ ଧରିଛନ୍ତି। ଦୀର୍ଘ ୮ ବର୍ଷ ଧରି ମନପ୍ରିତ ଇଲିଙ୍କ ସହ ପ୍ରେମ ସମ୍ପର୍କରେ ଥିଲେ। ୨୦୧୪ରେ ଉଭୟ ନିର୍ବନ୍ଧ କରିନେଇଥିବା ବେଳେ ଶେଷରେ ସେ ବିବାହ କରିଛନ୍ତି।

ମାଲେସିଆରେ ଇଲିଙ୍କ ସହ ମନପ୍ରିତଙ୍କ ପ୍ରଥମ ଭେଟ ହୋଇଥିଲା। ୨୦୧୨ରେ ସୁଲତାନ ଜୋହର କପ୍‌ ଜୁନିୟର ହକି ଟୁର୍ନାମେଣ୍ଟ ପାଇଁ ମନପ୍ରିତ ସେଠାରେ ଥିଲେ। ପ୍ରଥମ ଦେଖାରେ ହିଁ ପ୍ରେମରେ ପଡ଼ିଥିବା ମନପ୍ରିତଙ୍କ ବିବାହ ଏପ୍ରିଲରେ ହୋଇଥାନ୍ତା। ହେଲେ କରୋନା ଜନିତ କଟକଣା କାରଣରୁ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା। ଏବେ ପରିବାର ଲୋକଙ୍କ ଉପସ୍ଥିତିରେ ସେମାନେ ବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଲାଭେନିଲଙ୍କୁ ସ୍ବର୍ଣ୍ଣ, ଶାହୁ ମାନେଙ୍କୁ ରୌପ୍ୟ

ନୂଆଦିଲ୍ଲୀ, ୧୯ା୧୦ (ପି.ଟି.)-ଶେଖ୍‌ ରସେଲ ଇଣ୍ଟରନ୍ୟାଶନାଲ ଏୟାର ରାଇଫଲ ଚାମ୍ପିୟନଶିପ୍‌ ରବିବାର ଭର୍ଚୁଆଲି ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଶ୍ୱର ନମ୍ବର ଓ୍ବାନ୍‌ ଭାରତୀୟ ଇଲାଭେନିଲ ଭାଲାରିଭାନ୍‌...

ନ୍ୟୁଜିଲାଣ୍ଡ ଟୁର୍‌ରୁ ବାଦ୍‌ ପଡିଲେ ଖଲିଲ ଅହମ୍ମଦ

ଖ୍ରିଷ୍ଟଚର୍ଚ୍ଚ, ୨୫ା୧ (ପି.ଟି.)-ଭାରତ ଏ’ କ୍ରିକେଟ ଦଳର ଚଳିତ ନ୍ୟୁଜିଲାଣ୍ଡ ଟୁର୍‌ରୁ ବାମହାତୀ ପେସ୍‌ ବୋଲର ଖଲିଲ ଅହମ୍ମଦ ବାଦ୍‌ ପଡ଼ିଛନ୍ତି। ଜାନୁୟାରୀ ୨୨ରେ ଭାରତ...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ଟିକେଟ ବିକ୍ରି ଆରମ୍ଭ: ଟିକେଟ ବିକ୍ରି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦିଆଯିବ

ଭୁବନେଶ୍ୱର,୨୭।୫(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ୍ସ ପାଇଁ ଟିକେଟ ବିକ୍ରି ଆରମ୍ଭ...

ପରାଜିତ ହୋଇ ବି ଆଦିତିଙ୍କୁ ନେଇ ମିଡ଼ିଆରେ ଚର୍ଚ୍ଚା, ପ୍ରଧାନମନ୍ତ୍ରୀ ବଢାଇଲେ ମନୋବଳ…

ନୂଆଦିଲ୍ଲୀ,୭।୮: ଟୋକିଓ ଅଲିମ୍ପିକ୍ସରେ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଇତିହାସ ସୃଷ୍ଟି କରିବାରେ ଗଲ୍ଫର୍‌ ଆଦିତି ଅଶୋକ ବଞ୍ଚିତ ହୋଇଛନ୍ତି। ଆଦିତି ଗଲ୍ଫ ଇଭେଣ୍ଟରେ...

ପୃଥ୍ବୀଙ୍କୁ ସେହ୍ବାଗଙ୍କ ସହ ତୁଳନା କଲେ ଜାଫର

ମମ୍ବାଇ, ୯।୭- ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଓପନର୍‌ ତଥା ବର୍ତ୍ତମାନ ଉତ୍ତରାଖଣ୍ଡ କ୍ରିକେଟ୍‌ ଦଳର କୋଚ୍‌ ରହିଥିବା ଓ୍ବାସିମ ଜାଫର ଯୁବ ବ୍ୟାଟ୍ସମ୍ୟାନ ପୃଥ୍ବୀ...

୧୮ରୁ ଦକ୍ଷିଣ ଆଫ୍ରିକାରେ ଲାଇଭ୍‌ କ୍ରିକେଟ ଆରମ୍ଭ ହେବ

ଜୋହାନ୍ସବର୍ଗ,୧।୭(ପି.ଟି.): ଆସନ୍ତା ୧୮ ତାରିଖରୁ ଦକ୍ଷିଣ ଆଫ୍ରିକାରେ ଆରମ୍ଭ ହେବାକୁ ଯାଉଛି ଲାଇଭ୍‌ କ୍ରିକେଟ। କୋଭିଡ୍‌-୧୯ କାରଣରୁ ‘୩ଟି କ୍ରିକେଟ କମ୍ବିଟିଶନ’ସ୍ଥଗିତ ରହିଥିଲା। ଜୁନ୍‌ ୨୭ରେ...

ଉର୍ବଶୀଙ୍କୁ ମିଳିଲା ୨ ଡବ୍ଲ୍ୟୁବିସି ଟାଇଟଲ

ନୂଆଦିଲ୍ଲୀ,୨୮ା୧୧: ଭାରତୀୟ ମହିଳା ବକ୍ସର ଉର୍ବଶୀ ସିଂଙ୍କୁ ମିଳିଛି ବଡ଼ ସଫଳତା। ସେ ୨ ଡବ୍ଲ୍ୟୁବିସି ଟାଇଟଲ ହାସଲ କରିଛନ୍ତି। କଲମ୍ବୋରେ ଅନୁଷ୍ଟିତ ୧୦ ରାଉଣ୍ଡବିଶିଷ୍ଟ...

ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ: ସୁବିଧାଜନକ ସ୍ଥିତିରେ ଭାରତ ଏ

ମହୀଶୂର,୧୯।୯(ପି.ଟି.)- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଭାରତ ଏ’ ଉନ୍ନତ ବ୍ୟାଟିଂ ଓ ବୋଲିଂ କରି...

Advertisement
Archives

Model This Week