ହକି ବିଶ୍ୱକପ୍‌: ରାଜଧାନୀରେ ମୁତୟନ ହେବେ ୮୧ ପ୍ଲାଟୁନ୍‌ ପୋଲିସ ଫୋର୍ସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଜଜାନୁୟାରୀ ୧୩ ଅର୍ଥାତ୍‌ ଶୁକ୍ରବାରଠୁ ଆରମ୍ଭ ହେବ। ଏଥିପାଇଁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱରରେ ୮୧ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ। ୧୩ ଏଡିସିପି, ୩୩ ଏସିପି, ୬୨ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ। ସେହିପରି ଓଡ୍ରାଫ୍‌ ଟିମ୍‌ ଏବଂ ଅଗ୍ନିଶମ ବାହିନୀ ମଧ୍ୟ ନିୟୋଜିତ ରହିବେ ବୋଲି ସୂଚନା ମିଳିଛି।